Posted inଜାତୀୟ

ରାହୁଲଙ୍କ ଘରେ ପୋଲିସ…

ନୂଆଦିଲ୍ଲୀ,୧୯।୩ : ଦିଲ୍ଲୀ ପୋଲିସର ବରିଷ୍ଠ ଅଧିକାରୀମାନେ ରାହୁଲ ଗାନ୍ଧୀଙ୍କ ଘରେ ପହଞ୍ଚିଛନ୍ତି। କଶ୍ମୀରରେ ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲଙ୍କ ସହ ତାଙ୍କ ବିବୃତ୍ତି ନେଇ ଦିଲ୍ଲୀ ପୋଲିସ କଥା ହେବାକୁ ଚାହୁଁଛି। ମାର୍ଚ୍ଚ ୧୬ରେ, ଦିଲ୍ଲୀ ପୋଲିସ ରାହୁଲ ଗାନ୍ଧୀଙ୍କୁ ଏନେଇ ନୋଟିସ ଜାରି କରିଥିଲା । କିନ୍ତୁ ରାହୁଲ ଏହାର ଉତ୍ତର ଦେଇ ନ ଥିଲେ। ଏହା ପରେ ଦିଲ୍ଲୀ ପୋଲିସ ରବିବାର ତାଙ୍କ ଘରେ ପହଞ୍ଚିଛି।

ରାହୁଲ କଶ୍ମୀରରେ କହିଥିଲେ ଯେ ଅନେକ ମହିଳା ତାଙ୍କ ପାଖରେ ପ୍ରତି ଯୌନ ଉତ୍ପୀଡ଼ନ ଅଭିଯୋଗ କରିଛନ୍ତି। ଆଜି ବି ମହିଳାମାନଙ୍କ ସହ ଯୌନ ଉତ୍ପୀଡ଼ନ ଘଟୁଛି। ଦିଲ୍ଲୀ ପୋଲିସ ରାହୁଲରୁ ସେହି ମହିଳାମାନଙ୍କର ସବିଶେଷ ତଥ୍ୟ ଜାଣିବାକୁ ଚାହୁଁଛି ଯାହାଦ୍ୱାରା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ସ୍ବତନ୍ତ୍ର ସିପି ସ୍ତରର ଅଧିକାରୀଙ୍କ ସହ ବରିଷ୍ଠ ଅଧିକାରୀମାନେ ରାହୁଲଙ୍କ ସହ କଥାବାର୍ତ୍ତା କରିବାକୁ ଚେଷ୍ଟା କରିବେ, ଯାହାଫଳରେ ପୀଡିତ ମହିଳାଙ୍କ ସୂଚନା ମିଳିପାରିବ।

 


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri