ମଦ ଧରପଗଡବେଳେ ପୋଲିସକୁ ଟାଙ୍ଗିଆରେ ଆକ୍ରମଣ, ଦମ୍ପତି ଗିରଫ

ପାଟପୁର,୫ା୭- ମଦ ଧରଗପଡରେ ଯାଇଥିବା ପାଟପୁର ଥାନା ଏସ୍‌ଆଇ ଶୁଭ୍ରଜିତ୍‌ ସାମନ୍ତରାଙ୍କୁ ଶୁକ୍ରବାର ରାତିରେ ଜନୈକ ଦମ୍ପତି ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏନେଇ ଏସ୍‌ଆଇ ସାମନ୍ତରାଙ୍କ ଅଭିଯୋଗକ୍ରମେ ନଂ.୧୬୭/୨୦ରେ ମାମଲା ରୁଜୁକରି ସମ୍ପୃକ୍ତ ଦମ୍ପତିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୪୦ ଲିଟର ଦେଶୀ ମଦ ଜବତ କରି ଶନିବାର କୋର୍ଟ ଚାଲାଣ କରାଯାଇଛି। ଅଭିଯୁକ୍ତ ହେଲେ ଖଲିଙ୍ଗି ଗ୍ରାମର ଲଖଣ ଗୌଡ଼ ଓ ତାଙ୍କ ସ୍ତ୍ରୀ ପାଣ୍ଡୀ ଗୌଡ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri