ମଦ ଧରପଗଡବେଳେ ପୋଲିସକୁ ଟାଙ୍ଗିଆରେ ଆକ୍ରମଣ, ଦମ୍ପତି ଗିରଫ

ପାଟପୁର,୫ା୭- ମଦ ଧରଗପଡରେ ଯାଇଥିବା ପାଟପୁର ଥାନା ଏସ୍‌ଆଇ ଶୁଭ୍ରଜିତ୍‌ ସାମନ୍ତରାଙ୍କୁ ଶୁକ୍ରବାର ରାତିରେ ଜନୈକ ଦମ୍ପତି ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏନେଇ ଏସ୍‌ଆଇ ସାମନ୍ତରାଙ୍କ ଅଭିଯୋଗକ୍ରମେ ନଂ.୧୬୭/୨୦ରେ ମାମଲା ରୁଜୁକରି ସମ୍ପୃକ୍ତ ଦମ୍ପତିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୪୦ ଲିଟର ଦେଶୀ ମଦ ଜବତ କରି ଶନିବାର କୋର୍ଟ ଚାଲାଣ କରାଯାଇଛି। ଅଭିଯୁକ୍ତ ହେଲେ ଖଲିଙ୍ଗି ଗ୍ରାମର ଲଖଣ ଗୌଡ଼ ଓ ତାଙ୍କ ସ୍ତ୍ରୀ ପାଣ୍ଡୀ ଗୌଡ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ନଦୀରୁ ଆନ୍ଧ୍ରକୁ ବାଲି ଚୋରାଚାଲାଣ ବେଳେ ୨ ଗାଡ଼ିକୁ ଧରିଲେ ଗ୍ରାମବାସୀ

ଛତ୍ରପୁର,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ନଦୀର ବିଭିନ୍ନ ବାଲିଘାଟରୁ ବେଆଇନ ଭାବେ ଆନ୍ଧ୍ରପ୍ରଦେଶକୁ ବାଲି ଚାଲାଣ ହେଉଥିବା ନେଇ ବହୁବାର ଜିଲା ପ୍ରଶାସନ ନିକଟରେ ଅଭିଯୋଗ...

କୋଭିଡ୍‌ ଆମ୍ବୁଲାନ୍ସ ବିଲ୍‌ ମିଳୁନି, ଧାରଣାରେ ବସିଲେ ଚାଳକ

ପାତ୍ରପୁର,୧୧ା୬(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକରେ ଲାଗିଥିବା ୨କରୋନା ଆମ୍ବୁଲାନ୍ସର ୫ ସପ୍ତାହ ହେଲା ବିଲ୍‌ ହୋଇନାହିଁ। ଏଥିସହ ଚାଳକଙ୍କୁ ମଧ୍ୟ ଖାଇବା ଖର୍ଚ୍ଚ ଦିଆଯାନାହିଁ। ଏହାର ପ୍ରତିବାଦରେ...

ମା’ଦଣ୍ଡ କାଳୀଙ୍କ ଯାତ୍ରା ଉଦ୍‌ଯାପିତ

ପୁରୁଷୋତ୍ତମପୁର,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି। ଏନେଇ ପୁରୁଷୋତ୍ତମପୁର ସହରରେ ଏକ...

ପାଗଳ ମାଙ୍କଡ଼ କାମୁଡ଼ାରେ ବୃଦ୍ଧା ମୃତ, କେଏନ୍‌ପୁରରେ ଆତଙ୍କ

ପୁରୁଷୋତ୍ତମ ପୁର, ୨୨।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନ୍‌ ପୁର ଗ୍ରାମରେ ଏକ ପାଗଳ ହନୁମାଙ୍କଡ଼ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧାଙ୍କ ମୃତ୍ୟୁ...

ଗଞ୍ଜାମରେ ମା’ ଗଜଲକ୍ଷ୍ମୀ ପୂଜା: ବର୍ଷାରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ଗଞ୍ଜାମ,୯।୧୦(ଡି.ଏନ୍‌.ଏ.): ପ୍ରତିବର୍ଷ ଭଳି ଚଳିତ ବର୍ଷ କୁମାରପୂର୍ଣ୍ଣିମା ଉପଲକ୍ଷେ ଗଞ୍ଜାମ ସହର ବଡ଼ ବଜାରଠାରେ ମା’ଗଜଲକ୍ଷ୍ମୀଙ୍କ ପୂଜା ରବିବାର ଆରମ୍ଭ ହୋଇଛି। ବଜାର ବଣିକ ସଂଘ...

ବାଲ୍ୟବିବାହ ସୂଚନା ଦେଲେ ମିଳିବ ୫ ହଜାର ପୁରସ୍କାର

ଛତ୍ରପୁର,୨୨ା୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ନିର୍ଭୟକଢି ଟାସ୍କଫୋର୍ସ କମିଟି ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ସଫଳ ମହିଳା ମାଛ ବ୍ୟବସାୟୀ କୁନ୍ତୁଳା

ଗଞ୍ଜାମ, ୩।୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମରେ ରୁହନ୍ତି କୁନ୍ତୁଳା ବେହେରା(୫୨)। ମାଛ ବେପାରୀ କୁନ୍ତୁଳା ଅପା ନାମରେ ସେ ପରିଚିତା। ତାଙ୍କ...

ସୁନା ଦୋକାନୀ, ଫାଇନାନ୍ସ କମ୍ପାନୀ ସହ ଛତ୍ରପୁର ପୋଲିସର ଆଲୋଚନା

ଛତ୍ରପୁର,୨୧।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ସୁନା ଦୋକାନ ବ୍ୟବସାୟୀ ଏବଂ ଫାଇନାନ୍ସ କମ୍ପାନୀ ଅଧିକାରୀଙ୍କ ଶନିବାର ଏକ ଆଲେଚନା ହୋଇଛି। ସୁରକ୍ଷାକୁ ନେଇ ଥାନା...

Advertisement
Archives

Model This Week