ଡିସେମ୍ବର ୧୧ରେ ‘ପୋଲିସ ବାବୁ’

ଭୁବନେଶ୍ୱର,୯।୧୨:ଜୀ-ସାର୍ଥକ ଫିଲ୍ମସର ନୂଆ ଚଳଚ୍ଚିତ୍ର ‘ପୋଲିସ ବାବୁ’ ଆସନ୍ତା ରବିବାର (ଡିସେମ୍ବର ୧୧) ଓ୍ବାର୍ଲଡ ଟେଲିଭିଜନ ପ୍ରିମିୟର ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ସ୍ଥାନୀୟ ୟୁନିଟ୍‌-୮ର ଏକ ହୋଟେଲ ପରିସରରେ ଏହାର ଅଡିଓ ରିଲିଜ୍‌ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚଳଚ୍ଚିତ୍ରରେ ଥିବା ୩ଟି ଯାକ ଗୀତ ଶ୍ରୋତାଙ୍କ ମନକୁ ଛୁଇଁବ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଅଜୟ ରାଉତଙ୍କ ପ୍ରଯୋଜନା ଓ ଶୈଳେନ୍ଦ୍ର ପରିଡ଼ାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଉକ୍ତ ଚଳଚ୍ଚିତ୍ରର କାହାଣୀକୁ ସୁନ୍ଦର ଭାବେ ଡ. ରଜନୀ ରଞ୍ଜନ ଲେଖିଛନ୍ତି। ଉକ୍ତ ଚଳଚ୍ଚିତ୍ରରେ ସୂର୍ଯ୍ୟ ମହାପାତ୍ର ଗୀତ ରଚନା କରିଥିବାବେଳେ ଗୁଡ୍‌ଲି ରଥ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ଏପରିକି ଲିପ୍ସା, କୁଲଦୀପ, ଜ୍ୟୋତିର୍ମୟୀ ଓ ଶଶାଙ୍କ ଉକ୍ତ ଚଳଚ୍ଚିତ୍ରରେ କଣ୍ଠଦାନ କରିଛନ୍ତି। ସେହିପରି ଚୁଲ୍‌ବୁଲି ନାୟିକା ସାୟଲ ଓ ହ୍ୟାଣ୍ଡସମ୍‌ ନାୟକ ଶୁଭାଶିଷ ଓରଫ ମଣ୍ଟୁ ଉକ୍ତ ସିନେମାରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି। ଜୀ-ସାର୍ଥକର ଅନେକ ସଫଳ ଚଳଚ୍ଚିତ୍ର ପରି ଉକ୍ତ ଚଳଚ୍ଚିତ୍ରଟି ମଧ୍ୟ ଦର୍ଶକଙ୍କୁ ବିମୋହିତ କରିବ ବୋଲି ଜୀ-ସାର୍ଥକର ଚ୍ୟାନେଲ ହେଡ୍‌ ପ୍ରତୀକ ସିଲ୍‌ ମତପ୍ରକାଶ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ୧୧ ଡିସେମ୍ବର ସା ୬:୩୦ ଘଟିକାରେ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୋଲିସ ବାବୁ’ ରିଲିଜ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri