ସାମାନ୍ୟ ଏତିକି ଟଙ୍କା ଲାଞ୍ଚ ନେଉଥିଲେ ପୋଲିସ ବାବୁ: ଧରିଲା ଭିଜିଲାନ୍ସ

ଭୁବନେଶ୍ବର ୨।୩: ଭିଜିଲାନ୍ସ ହାତରେ ଏଏସ୍‌ଆଇ। କଟକ ଭଦ୍ରେଶ୍ବର ଥାନା ଏଏସ୍‌ଆଇ ଆଲୋକ କୁମାର ଷଡଙ୍ଗୀ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପରେ ତାଙ୍କୁ ଗିରଫ କରାଯାଇଛି।
ତେବେ ଜମିଜମା ବିବାଦ ମାମଲାରେ କେସ ରଫଦଫା କରିବାକୁ ସେ ଲାଞ୍ଚ ନେଉଥିଲେ । ଷଡଙ୍ଗୀଙ୍କ ୩ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri