Posted inଜାତୀୟ

ଥାନାରୁ ୧୪୦୦ ପେଟି ମଦ ଚୋରାଇ ନେଲେ ପୋଲିସ ବାବୁ

ଅଲିଗଡ,୧୩।୩: ଉତ୍ତରପ୍ରଦେଶର ଅଲିଗଡ଼ ଅଞ୍ଚଳର ଏଟା ଥାନାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଫିଆଙ୍କଠାରୁ ଜବତ ହୋଇଥିବା ମଦ ପେଟି ଗଣା ଯିବା ସମୟରେ ଏଥିରେ ୧୪୦୦ ପେଟି କମ୍‌ ଥିବା ଜଣାପଡ଼ିଥିଲା। ପରେ ପୋଲିସ ଅଧୀକ୍ଷକ ସୁନୀଲ କୁମାର ସିଂଙ୍କ ନିର୍ଦ୍ଦେଶକ୍ରମେ ଇନସ୍ପେକ୍ଟର ଇନ୍ଦ୍ରେଶ୍‌ ସିଂଙ୍କ ଘରେ ଚଢ଼ାଉ କରାଯାଇଥିଲା। ଥାନାରୁ ଗାଏବ୍‌ ହୋଇଥିବା ମଦ ପେଟି ସେଠାରୁ ମିଳିଥିବା ପୋଲିସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ମାମଲାରେ ହେଡ୍‌ ମୋହରିଅର୍‌ ବିଶାଳ ସିଂଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି। ଦୁଇ ଅଭିଯୁକ୍ତଙ୍କ ବିରୋଧରେ ମାମଲା ଦାଏର କରାଯିବା ସହିତ ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କହୁଛି ମୋ ପାଖରେ ଇଡି ଅଛି, ଆଇଟି ଅଛି: କେଜରିୱାଲ

ନୂଆଦିଲ୍ଲୀ,୫ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ ଓ ଏମସିଡି ନିର୍ବାଚନକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି । ମଙ୍ଗଳବାର...

ଅଜିତଙ୍କୁ ମିଳିପାରେ ଉପମୁଖ୍ୟମନ୍ତ୍ରୀ ପଦ

ମୁମ୍ବାଇ, ୨୯।୧୧ :ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହ ୬ ମନ୍ତ୍ରୀ ଶପଥ...

ଜି୨୦ ସମିଟ୍‌ ରଣନୀତି: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୫।୧୨: ୨୦୨୩ ବର୍ଷ ଲାଗି ଭାରତ ଜି୨୦ ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଛି। ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ରଣନୀତି...

ଆସିଲା ସେପ୍ଟେମ୍ବର ଗାଇଡ୍‌ଲାଇନ୍‌, ଏସବୁ ଉପରେ ଗୁରୁତ୍ୱ ଦେଲେ ସରକାର

ନୂଆଦିଲ୍ଲୀ,୨୮ା୮: କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ପାଇଁ କେନ୍ଦ୍ର ସରକାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି।  ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ...

ମୁଖ୍ୟମନ୍ତ୍ରୀ ଜଗନମୋହନଙ୍କ ବାସ ଭବନ ସୁରକ୍ଷା ପାଇଁ ୨୫ ଲକ୍ଷ ଖର୍ଚ୍ଚ କରିବେ ରାଜ୍ୟ ସରକାର

ହାଇଦ୍ରାବାଦ୍‌,୨୩।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କ ବାସ ଭବନ ସୁରକ୍ଷା ପାଇଁ ୨୪ ଲକ୍ଷ ୫୦ ହଜାର ଟଙ୍କା ମଞ୍ଜୁର କରାଯାଇଛି। ରାଜ୍ୟ ସରକାରଙ୍କ...

କୃଷକଙ୍କୁ ଖୁସି ଖବର ଦେଲେ ସରକାର: ୯.୫ କୋଟି ଲୋକଙ୍କୁ ପଠାଇଲେ ଟଙ୍କା

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିଛନ୍ତି। ଏହି ଯୋଜନା ଏହା...

ଗୋରଖପୁରରୁ ନାମାଙ୍କନ ପତ୍ର ଦାଖଲ କଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୪।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ରାଜ୍ୟର ଗୋରଖପୁର ବିଧାନସଭା ଆସନରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ...

ଅନ୍ନଦାତାଙ୍କ ପ୍ରତି ମୋଦି-ଶାହାଙ୍କର ନାହିଁ ଦରଦ: ସଞ୍ଜୟ ରାଉତ

ମୁମ୍ବାଇ,୮।୧୨: ଦେଶବ୍ୟାପୀ ଅନ୍ନଦାତାଙ୍କ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନ ନେଇ ଶିବସେନା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ୍‌ କରାଯାଇଛି।...

Advertisement
Archives

Model This Week