ଜୁଆଆଡ୍ଡାରେ ଚଢ଼ାଉ, ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଚିକିଟି,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଚିକିଟି ଫାଣ୍ଡି ଅନ୍ତର୍ଗତ ଧାନଘର ଛକରେ ଗୁରୁବାର ରାତିରେ ଦୀର୍ଘଦିନ ଧରି ଚାଲିଥିବା ଜୁଆଆଡ୍ଡା ଉପରେ ଚିକିଟି ଫାଣ୍ଡି ପୋଲିସ ଚଢ଼ାଉ କରିଛି। ଏଥିରେ ୭ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହ ୬୧ ହଜାର ଟଙ୍କା ଗିରଫ କରାଯାଇଛି।

ସୂଚନାଯୋଗ୍ୟ, ଦୀର୍ଘଦିନ ହେଲା ଧାନଘର ଛକରେ ଲକ୍ଷାଧିକ ଟଙ୍କାର ଜୁଆଆଡ୍ଡା ଚାଲିଥିଲା। ଏଥିରେ ଆଖ ପାଖ ଅଞ୍ଚଳ ସମେତ ପଡ଼ୋଶୀ ଆନ୍ଧ୍ର ସୀମାନ୍ତରୁ ଜୁଆଡ଼ିମାନେ ଆସି ଖେଳୁଥିଲେ। ଏନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ଆସୁଥିଲା। କୌଣସି ସୂତ୍ରରୁ ଖବର ପାଇ ବ୍ରହ୍ମପୁର ଏସ୍‌ପି ଶ୍ରବଣ ବିବେକ ଏମ୍‌ଙ୍କ ନିର୍ଦ୍ଦେଶରେ ଚିକିଟି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri