ବେଙ୍ଗାଲୁରୁ ଭିଡ଼ ଦୁର୍ଘଟଣା ମାମଲା: RCB, କର୍ଣ୍ଣାଟକ କ୍ରିକେଟ ବୋର୍ଡ ବିରୋଧରେ FIR

ବେଙ୍ଗାଲୁରୁ,୫।୬: ବେଙ୍ଗାଲୁରୁ ପୋଲିସ ବୁଧବାର ହୋଇଥିବା ଭିଡ଼ ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଓ ଅନେକ ଆହତ ହେବା ଘଟଣାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି), କର୍ଣ୍ଣାଟକ ରାଜ୍ୟ କ୍ରିକେଟ ଆସୋସିଏସନ(କେଏସସିଏ) ଏବଂ ଡିଏନଏ ଏଣ୍ଟରଟେନମେଣ୍ଟ ବିରୁଦ୍ଧରେ ନିଜ ଆଡୁ ମାମଲା ଦାୟର କରିଛି। ରାଜ୍ୟ ସରକାରଙ୍କ ଅନୁଯାୟୀ, ଡିଏନଏ ଏଣ୍ଟରଟେନମେଣ୍ଟ ଆରସିବିର ଆଇପିଏଲ ବିଜୟ ଉତ୍ସବ ପରିଚାଳନା କରିଥିଲା, ଯେତେବେଳେ କେଏସସିଏ ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲା।

ଏଫଆଇଆର ବ୍ୟତୀତ, କର୍ଣ୍ଣାଟକ ସରକାରଙ୍କ ଦ୍ୱାରା ଏହି ଘଟଣାର ତଦନ୍ତ ପାଇଁ ନିଯୁକ୍ତ ଜିଲା ମାଜିଷ୍ଟ୍ରେଟ ଜି ଜଗଦୀଶା ଆଜି କହିଛନ୍ତି ଯେ, କେଏସସିଏ, ବେଙ୍ଗାଲୁରୁ ମେଟ୍ରୋ ଏବଂ ଆରସିବି ଫ୍ରାଞ୍ଚାଇଜିକୁ ନୋଟିସ୍ ଜାରି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri