ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ ସଫଳ ହୋଇଛି।

ସାଆନ୍ଦା ଫାଣ୍ଡି ଅଧିକାରୀ ଜଳନ୍ଧର ବାରିକଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଭାଲୁମୁଣ୍ଡାଠାରୁ ପାଣିଗେଙ୍ଗୁଟିଆ ଗାଁ ପର୍ଯ୍ୟନ୍ତ ପିଛା କରିଥିଲା। ଶେଷରେ ଗୋ’ ମାଫିଆମାନେ ପାଣିଗେଙ୍ଗୁଟିଆ ଗାଁ ନିକଟସ୍ଥ ଜଙ୍ଗଲରେ ଗୋରୁ ଗାଡ଼ି ଛାଡ଼ି ଫେରାର ମାରିଥିଲେ। ଗାଡ଼ି ଭିତରୁ ୯ଟି ଗୋରୁଙ୍କୁ ଉଦ୍ଧାର କରାଯାଇଛି। ଏଥିସହିତ ପିକଅପ୍‌କୁ ଜବତ ରଖି ଅଧିକ ତଦନ୍ତ କରୁଛି ପୋଲିସ। ଗତ ସୋମବାର ମଧ୍ୟ ଦୁଇଟି ଗୋରୁ ବୋଝେଇ ପିକ୍‌ଅପ୍‌କୁ ଜବତ କରିବାରେ ସଫଳ ହୋଇଥିଲେ ଫାଣ୍ଡି ଅଧିକାରୀ। ଆଗକୁ ଏଭଳି ଚଢ଼ାଉ ଜାରି ରହିବ ବୋଲି ସେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri