ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ-ଜନତା ମୁହାଁମୁହିଁ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅର୍ଥାତ୍‌ ମଙ୍ଗଳବାର ପୋଲିସ ଓ ଜନତାଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। କଂଗ୍ରେସ ଭବନ ନିକଟରେ ଛିଡା ହୋଇ ଜୋର ଜବରଦସ୍ତ ପରେଡ ଦେଖିବା ସମୟରେ ପୋଲିସ ଅଟକାଇବାକୁ ଉଦ୍ୟମ କରିଥିଲା । ରାଜ୍ୟସ୍ତରୀୟ ପରେଡ୍‌ ସମାରୋହରୁ ସାଧାରଣ ଜନତା ବଞ୍ଚିତ ହେବାକୁ ନେଇ ଏଭଳି ଘଟିଛି।

କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ଗାନ୍ଧୀ ମାର୍ଗରେ ସାଧାରଣ ଲୋକଙ୍କ ପ୍ରବେଶ ଉପରେ ନିଷେଧ କରାଯାଇଥିଲା । ସକାଳ ୬ଟା ୩୦ରୁ ୯ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଥିଲା । ଯାହାକୁ ନେଇ ଜନତା ଅସନ୍ତୋଷ ପ୍ରକାଶ କରିଥିଲେ । ଜନତା ପଇସାରେ କାର୍ଯ୍ୟକ୍ରମ କରାଯିବା ସତ୍ତ୍ବେ ତାଙ୍କୁ କାହିଁକି ବାରଣ କରାଯାଉଛି ବୋଲି ଜନତା ପ୍ରଶ୍ନ ପଚାରିଥିଲେ । ଏପରିକି ‘ଓ୍ବାନ ମ୍ୟାନ ଓ୍ବାନ ଭୋଟ ଓ୍ବାନ ଭାଲ୍ୟୁ ହିସାବରେ ଆମେ ଭୋଟ ଦେଇଛୁ ହେଲେ କାହିଁକି ଆମର ସେଠି ଦେଖିବାର ଅଧିକାର ନାହିଁ ବୋଲି ପ୍ରଶ୍ନ କରିଥିଲେ। ଯାହା ଫଳରେ କିଛି ସମୟ ଧରି ପୋଲିସ ଓ ପବ୍ଲିକ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?