କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି ହତ୍ୟାର ପ୍ରମାଣ ମିଳିଛି। କିସ୍‌ କର୍ତ୍ତୃପକ୍ଷ ହୃଦ୍‌ଘାତରେ ମୃତ୍ୟୁ ବୋଲି ମିଛ କହି ମୃତଦେହ ଦେଇଛନ୍ତି। ଏନେଇ ମଧ୍ୟ ସ୍ଥାନୀୟ ପୋଲିସକୁ କିସ୍‌ କର୍ତ୍ତୃପକ୍ଷ ଅବଗତ କରି ନାହାନ୍ତି। ଅବହେଳା ପାଇଁ କିସ୍‌ର ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜଣେ ଅତିରିକ୍ତ ସିଇଓ, ଟିଜିଟି, ସହକାରୀ ଶିକ୍ଷକ ଗିରଫ ହୋଇଛନ୍ତି। କେନ୍ଦୁଝର ଟାଉନ ଥାନାରେ ଜିରୋ ଏଫଆଇଆର୍‌ ହୋଇଥିଲା। ଏହା ପରେ ମାମଲା ସ୍ଥାନୀୟ ଥାନାକୁ ଆସିଲା ପରେ ତଦନ୍ତ କରି ଧରିଛୁ ବୋଲି ପୋଲିସ କମିଶନର କହିଛନ୍ତି। ସେ କହିଛନ୍ତି, ବିନା ପୋଷ୍ଟମର୍ଟମରେ କିମ୍ସ କିପରି ମୃତଦେହ ଦେଲା ତାହାର ମଧ୍ୟ ତଦନ୍ତ ଚାଲିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri