ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭଙ୍ଗିବା ଘଟଣା: ଥାନାକୁ ଗଲା ମାମଲା

ପୁରୀ ଅଫିସ,୪।୪ : ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ମାମଲା ରୁଜୁ ହୋଇଛି। ଏନେଇ ପୁରୀ ଜିଲାପାଳ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଏତେ ସଂଖ୍ୟାରେ ଚୁଲାକୁ କିଏ ଓ କାହିଁକି ଭାଙ୍ଗିଲା ସେନେଇ କୌଣସି ସୂଚନା ମିଳିପାରିନାହିଁ। ତେବେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଯେଉଁଥିରେ ଉନ୍ନୟନ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ଥିଲେ। ହେଲେ ଏବେ ଯାଏଁ ଚୁଲା ଭଙ୍ଗା ଘଟଣାରେ ଦାୟୀ କିଏ ସେ ସମ୍ପର୍କରେ ଜଣାପଡ଼ିନି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?