ଅନ୍‌ଲାଇନ ବେଟିଂ ଆଡ୍ଡାରେ ପୋଲିସ ଚଢ଼ାଉ: ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଜନତା ଲେନରେ ଚାଲିଥିବା ବେଆଇନ କ୍ରିକେଟ୍‌ ବେଟିଂ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଆଇଆଇସି ବାବାଶଙ୍କର ସରାଫ ଶନିବାର ଚଢାଉ କରି ଦୁଇଜଣ ଯୁବକଙ୍କୁ ଗିରଫ କରିଛନ୍ତି।

ଗିରଫ ଯୁବକ ଦ୍ବୟ ହେଲେ ଦିଗପହଣ୍ଡି ରାଣିସାହିର କୃଷ୍ଣ ସେଠୀ ଏବଂ ନରେନ୍ଦ୍ରପୁର ଗ୍ରାମର ଶିବ ଓରଫ କେ. ସୁବିନୟ ରେଡି। ସେମାନଙ୍କଠାରୁ ୩ଟି ମୋବାଇଲ ଏବଂ ନଗଦ ୩୨ ହଜାର ଟଙ୍କା ଜବତ କରାଯାଇଥିବା ଆଇଆଇସି ସୂଚନା ଦେଇଛନ୍ତି।

ଗିରଫ ଦୁଇ ଯୁବକଙ୍କୁ ଶୁକ୍ରବାର ଦିଗପହଣ୍ଡି ଥାନା ମାମଲା(ନଂ. ୨୫୬/୨୪) ଅନୁଯାୟୀ କୋର୍ଟ ଚାଲାଣ କରାଯାଇଥିଲା। ହେଲେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଅନ୍ୟ ଜଣେ ଯୁବକ କୌଶଳ କ୍ରମେ ଘଟଣା ସ୍ଥଳରୁ ଚମ୍ପଟ ମାରି ଫେରାର ହେବାରେ ସକ୍ଷମ ହୋଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ପାଣି ଦେବାକୁ ଯାଇଥିଲେ, ଛାତରୁ ଖସି ପଡ଼ି ଚାଲିଗଲା ସୁଜାତାଙ୍କ ଜୀବନ; କାନ୍ଦବୋବାଳିରେ…

ଛତ୍ରପୁର,୨୫|୬(ଦିଲ୍ଲୀପ ସାମଲ): ଘର ଛାତ ଉପରେ କାମ କରୁଥିବା ସମୟରେ ଅସାବଧାନତା ଯୋଗୁଁ ତଳକୁ ଖସି ପଡ଼ି ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri