Posted inଫୁରସତ

ଗୋବିନ୍ଦାଙ୍କ ଷ୍ଟାଇଲ୍‌ରେ ଜବରଦସ୍ତ ଡ୍ୟାନ୍ସ କଲେ ପୋଲିସ ବାବୁ, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ ପୋଲିସ ଯବାନ ଅମୋଲ ଯଶଓ୍ବନ୍ତ କାମ୍ବଲେ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛନ୍ତି। କାମ୍ବଲେଙ୍କ ଡ୍ୟାନ୍ସ ଭିଡିଓ ସୋସିଆଲ ମିଡିଆରେ ୟୁଜରମାନେ ବେଶ୍‌ ପସନ୍ଦ କରିଛନ୍ତି।

୩୮ ବର୍ଷୀୟ କାମ୍ବଲେ ନିଜର ଡ୍ୟାନ୍ସ କ୍ଲିପ୍‌ର ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ଯାହା ଖୁବ୍‌ ଲୋକପ୍ରିୟ ହୋଇଛି। ଲୋକେ ଏହି ଭିଡିଓକୁ ବହୁ ମାତ୍ରାରେ ଲାଇକ୍‌ ଏବଂ ଶେୟାର କରୁଛନ୍ତି।

କାମ୍ବଲେ ପୋଷ୍ଟ କରିଥିବା ଭିଡିଓରେ ‘ଆପୁ ରାଜା’ ଫିଲ୍ମର ଏକ ଗୀତରେ ଜବରଦସ୍ତ ଡ୍ୟାନ୍ସ କରିଥିବା ନଜର ଆସିଛନ୍ତି। ଏହି ଭିଡିଓକୁ ୨ ଲକ୍ଷରୁ ଅଧିକ ଥର ଦେଖାସରିଲାଣି।

କାମ୍ବଲେ ନାୟଗାଁ ପୋଲିସ ମୁଖ୍ୟାଳୟରେ ଚାକିରି କରିଛନ୍ତି। ତାଙ୍କର ଖୁବ୍‌ ସୁନ୍ଦର ଡ୍ୟାନ୍ସ ୟୁଜରଙ୍କ ମନ ଜିଣୁଛି। ସେ ବଲିଉଡ୍‌ ସୁପରଷ୍ଟାର ଗୋବିନ୍ଦାଙ୍କ ଷ୍ଟାଇଲ୍‌ରେ ଡ୍ୟାନ୍ସ କରିଛନ୍ତି। କାମ୍ବଲେଙ୍କର ୨୪ ଲକ୍ଷ ୮ ହଜାର ଫଲୋଅର୍ସ ଅଛନ୍ତି। କାମ୍ବଲେ କୁହନ୍ତି, ପିଲାଦିନରୁ ତାଙ୍କର ଡ୍ୟାନ୍ସ ପ୍ରତି ରୁଚି ଥିଲା। ମାତ୍ର ସେ କାହାଠାରୁ ତାଲିମ ନେଇନାହାନ୍ତି। ନକଲ କରୁ କରୁ ଡ୍ୟାନ୍ସ ଶିଖିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri