Posted inରାଜ୍ୟ

ସମ୍ବଲପୁର ଯାଉଥିବା ବେଳେ ଭାଜପା ନେତାଙ୍କୁ ଅଟକାଇଲା ପୋଲିସ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ହିଂସାକାଣ୍ଡ ପରେ ସହରରେ କର୍ଫ୍ୟୁ ଜାରି ହୋଇଛି। ତେବେ ମଙ୍ଗଳବାର ସକାଳେ କର୍ଫ୍ୟୁ କୋହଳ ଥିବା ବେଳେ ଦଙ୍ଗାରେ ମୃତକ ଓ ଗୁରୁତରଙ୍କ ପରିବାରକୁ ଭେଟିବା ପାଇଁ ଭାଜପାର ହେଭିୱେଟ ନେତାମାନେ ଯାଉଥିବା ବେଳେ ଠେଲକୁଲି ଥାନା ପୋଲିସ ବାଟରୁ ସେମାନଙ୍କୁ ଅଟକାଇଥିବା ଜଣାପଡିଛି। ଏହି ଟିମ୍‌ରେ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱରର ଟୁଡୁ, ଏମ୍‌ପି ଜୁଏଲ ଓରାମ, ରାଜ୍ୟ ସଭାପତି ମନମୋହନ ସାମଲ, ଏମ୍‌ପି ସୁରେଶ ପୂଜାରୀ ଓ ବସନ୍ତ ପଣ୍ଡା, ବିଧାୟକ ନାଉରୀ ନାୟକ, କୁସୁମ ଟେଟେ ଓ ଶଙ୍କର ଓରାମ ପ୍ରମୁଖ ଅଛନ୍ତି।

ସୂଚନାନୁଯାୟୀ, ଭାଜପାର ପ୍ରମୁଖ ନେତାମାନେ ଝାରସୁଗୁଡାରୁ ସମ୍ବଲପୁର ଅଭିମୁଖେ ମୃତକ ଓ ଗୁରୁତରଙ୍କ ପରିବାରକୁ ଭେଟିବା ସହ ଆରଡିସିଙ୍କୁ ସାକ୍ଷାତ କରିବାକୁ ଯାଉଥିଲେ। ଏହି ସମୟରେ ପୋଳିସ ସେମାନଙ୍କୁ ବାଟରେ ଅଟକାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri