ଦିନିକିଆ ନୂଆପଡା ଗସ୍ତରେ ପୋଲିସ ଡିଜି

ନୂଆପଡ଼ା,୭।୧୧(ଡି.ଏନ୍‌.ଏ.): ଦିନିକିଆ ନୂଆପଡା ଗସ୍ତରେ ଯାଇଛନ୍ତିି ପୋଲିସ ଡିଜି ଅଭୟ । ସେଠାରେ ସେ ପହଞ୍ଚି ଜିଲାରେ ଚାଲିଥିବା ମାଓବାଦୀ ଗତିବିଧି ନେଇ ସମୀକ୍ଷା କରିଛନ୍ତି । ଏହାସହ ମାଓବାଦୀଙ୍କ ଗଡ଼ କୁହାଯାଉଥିବା ସୁନାବେଡା ଅଭୟାରଣ୍ୟ ଆକାଶ ମାର୍ଗରେ ବୁଲିବା ସହ ଜିଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ପରେ ନୂଆପଡା ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଜିଲାରେ କିଛିବର୍ଷ ହେବ ମାଓବାଦୀ ଗତିବିଧି କମିଥିବା ସେ କହିଛନ୍ତି। ଯାହାର ଶ୍ରେୟ ଓଡିଶା ପୋଲିସ ଓ ସିଆର୍‌ପିଏଫ୍‌ଙ୍କୁ ଦେବା ସହ ପୋଲିସ ଡିଜି ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ଯୁବ ବାହିନୀ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟାଜିତ

ହାଟଡିହି,୩୦।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଆମ୍ବୋ ମହାଦେବ ପଡ଼ିଆରେ ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ବୁଧବାର ଆୟୋଜିତ ହୋଇଥିଲା। ଉକ୍ତ ଟର୍ଣ୍ଣାମେଣ୍ଟରେ...

ଠିକାଦାରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୧୭।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଠିକାଦାର ସଂଘ ପକ୍ଷରୁ ଗତ ୧୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇଛି। ଏ ନେଇ ଜିଲାର ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହୋଉଛି...

ଟ୍ରକ୍‌କୁ ପିଟିଲା କାର୍‌; କଟର୍‌ରେ ଗାଡ଼ିକୁ କାଟି ଡାକ୍ତରଙ୍କୁ ଉଦ୍ଧାର କଲା ପୋଲିସ

ବାରିପଦା ଅଫିସ,୨୪।୪- ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ସଦର ଥାନା ଅଧୀନ ମଞ୍ଚାବନ୍ଧାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ମୌଳିକ ସୁବିଧା ଦାବିରେ ଅନଶନ

ସାରସକଣା,୬ା୨- ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ବସ୍‌ଷ୍ଟାଣ୍ଡଠାରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଦାବିରେ ସ୍ଥାନୀୟ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ଦାସ ଆମରଣ ଅନଶନରେ...

ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ପ୍ରତିବାଦରେ ସରପଞ୍ଚ ସଂଘର ଦାବିପତ୍ର: କୋଭିଡ୍‌-୧୯ରୁ ନିବୃତ୍ତ ରହିବାକୁ ଚେତାବନୀ

କେନ୍ଦୁଝର,୬ା୬(ସ୍ବ.ପ୍ର.): ସୋସୋ ଥାନା ଅନ୍ତର୍ଗତ ବଉଳା ଫାଣ୍ଡିରେ ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତଙ୍କୁ ପୋଲିସର ମାଡ଼ ନେଇ ଓଡ଼ିଶା ତ୍ରିସ୍ତରୀୟ ପଞ୍ଚାୟତ ପରିଷଦ,...

ନବବଧୂ ହତ୍ୟା ମାମଲା: ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୨୫।୨: ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଯୌତୁକ ଜନିତ ନବବଧୂ ହତ୍ୟା ମାମଲାରେ ଗୋଟିଏ ପରିବାରର...

ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ

ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ...

ବିନା ଅନୁମତିରେ ଘରକୁ ଯାଇଛନ୍ତି ଜୁନାଗଡ଼ର ୬୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ: କାରଣ ଦର୍ଶାଅ ନୋଟିସ ଜାରି

ଜୁନାଗଡ଼,୨୯।୪(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି। ଏପରିକି ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିଜ...

Advertisement
Archives

Model This Week