କଂଗ୍ରେସ କାର୍ଯ୍ୟାଳୟରେ ପଶିଲା ପୋଲିସ

ନୂଆପଡ଼ା,୩୦ା୧୦ (ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନକୁ ନେଇ ସ୍ଥାନୀୟ ଖୁଣ୍ଟିଆ ଭବନରେ କଂଗ୍ରେସ ପକ୍ଷରୁ କାର୍ଯ୍ୟାଳୟ ଖୋଲାଯାଇଛି। ବୁଧବାର ପୂର୍ବାହ୍ନରେ ଏହି କାର୍ଯ୍ୟାଳୟରେ ଦଳ ପକ୍ଷରୁ ଖବରଦାତା ସମ୍ମିଳନୀ ଚାଲିଥିଲା। ଏହି ସମୟରେ କଂଗ୍ରେସ ପକ୍ଷରୁ ଟଙ୍କା ବଣ୍ଟାଯାଉଛି ବୋଲି ଖବର ପାଇ ପୋଲିସ କାର୍ଯ୍ୟାଳୟ ଭିତରକୁ ପଶିଥିଲା। ସେ ସମୟରେ କଂଗ୍ରେସ ମୁଖପାତ୍ର ଓ ଅନ୍ୟ କର୍ମକର୍ତ୍ତା ପୋଲିସକୁ ପ୍ରଶ୍ନ କରିଥିଲେ। ଏଠାରେ ଖବରଦାତା ସମ୍ମିଳନୀ ଚାଲିଛି, ଆପଣ କାହିଁକି ଆସିଲେ ବୋଲି ପଚାରିଥିଲେ। ପୋଲିସ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ଟଙ୍କା ବଣ୍ଟାଯାଉଛି ବୋଲି ଅଭିଯୋଗ ପାଇ ତଦନ୍ତରେ ଆସିଥିଲୁ ବୋଲି କହିଥିଲା। ଏହାକୁ ନେଇ କାର୍ଯ୍ୟାଳୟ ବାହାରେ ପୋଲିସ ଓ ଦଳୀୟ କର୍ମୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ପୋଲିସ କାର୍ଯ୍ୟାଳୟ ଛାଡି ଚାଲିଯାଇଥିଲା।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କମ୍ବଳ ଘୋଡ଼େଇ ଶୋଇଥିବା ଅବସ୍ଥାରେ ଚାପିଦେଲା ମାଟି-ପଥର: ଭୂସ୍ଖଳନ ସ୍ଥଳରୁ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଉଦ୍ଧାର

ଜି.ଉଦୟଗିରି,୫ା୧୧ (ଚିନ୍ମୟ କୁମାର ସେଠି): କନ୍ଧମାଳ ଏବଂ ଗଞ୍ଜାମ ଜିଲା ସୀମାନ୍ତ ବାଇବାଲି ପଞ୍ଚାୟତର ଗିଡ଼ିପାବାଲି ଗ୍ରାମରେ ଘଟିଥିବା ଭୟଙ୍କର ଭୂସ୍ଖଳନ ସ୍ଥାନରେ ଗୁରୁବାର ସକାଳୁ ପୁଣି…

କଡ଼ା ବିରୋଧ ପରେ ପଛଘୁଞ୍ଚା: ନିଜ ସୀମାରେ ବୁଥ୍ କରି ଓଡ଼ିଶା ଭୋଟରଙ୍କୁ ହାତେଇଲା ଆନ୍ଧ୍ର, ୪୮% ମତଦାନ

ପଟ୍ଟାଙ୍ଗି,୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ପୁଣି ଥରେ ଛକାପଞ୍ଜା ଦେଖାଦେଇଛି।…

କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ମୋଟ ସମ୍ପତ୍ତି କେତେ? ଫର୍ମ, ଫିଟନେସ, ଆୟ ଦୃଷ୍ଟିରୁ ବିଶ୍ୱର ଏକ ନମ୍ବର କ୍ରୀଡ଼ାବିତ

ନୂଆଦିଲ୍ଲୀ,୫।୧୧: ବିଶ୍ୱ କ୍ରୀଡ଼ା ଇତିହାସରେ ଏପରି କିଛି ନାମ ରହିଛି ଯାହା ସୀମା, ପିଢ଼ି ଏବଂ ରେକର୍ଡର ଊର୍ଦ୍ଧ୍ୱକୁ ଯାଇ ଇତିହାସର ସୁବର୍ଣ୍ଣ ପୃଷ୍ଠାରେ ନିଜର ସ୍ଥାନ…

BCCIର ବଡ଼ ନିଷ୍ପତ୍ତି, ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ପାଇଁ ସ୍ଥାନ ପରିବର୍ତ୍ତନ

ନୂଆଦିଲ୍ଲୀ,୫।୧୧: ଡିସେମ୍ବରରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚକୁ ଦିଲ୍ଲୀରୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ମାଲିକଙ୍କ ବାଟ ଚାହିଁ ରହିଥିଲା କୁକୁର, ୧୮ ଦିନ ପରେ ଘଟିଲା…..

ବଡ଼ଗାଁ,୫।୧୧(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଟିକିଲିପଡା ଗାଁ ନିକଟରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରାଜ୍ୟ ରାଜପଥ ପାର୍ଶ୍ବରେ ବନ୍ଦ…

WPL 2027 ଟ୍ରଫିକୁ ନେଇ ବଡ଼ କଥା କହିଲେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୫।୧୧: ମହିଳା ପ୍ରିମିୟର ଲିଗ (WPL) ୨୦୨୭ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଟୁର୍ଣ୍ଣାମେଣ୍ଟ ଜାନୁଆରୀ ୧୪ରୁ ଆରମ୍ଭ ହେବ ଏବଂ ଫେବୃଆରୀ ୭ରେ ଏହାର…

‘ସେ ମୁମ୍ବାଇ ଯାଇ ଫସିଗଲେ…’ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏମିତି କହିଲେ ପୂର୍ବତନ କ୍ରିକେଟର, ହେଲାଣି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୧: ଆଇପିଏଲ (IPL) ୨୦୨୭ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ସହ ରହିବେ ନାହିଁ। ତାଙ୍କର ଅନ୍ୟ ଦଳକୁ ଯିବା (ଟ୍ରେଡ ହେବା) ନେଇ ଚର୍ଚ୍ଚା…

ନବରଙ୍ଗପୁରରେ ଚାଞ୍ଚଲ୍ୟ: ସମାଧି ଖୋଳି କାଟି ନେଲେଗଲେ ଯୁବତୀଙ୍କ ମୁଣ୍ଡ, ମଶାଣିରେ କଲେ…

ନବରଙ୍ଗପୁର,୫।୧୧(ସଦାଶିବ ପ୍ରହରାଜ): ମୃତ୍ୟୁ ପରେ ବି ମିଳିଲାନି ଶାନ୍ତି । ମଶାଣିରେ ସମାଧି ନେଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ୪୨ ଦିନ ପରେ ଖୋଳି ବାହାର କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?