Posted inଫୁରସତ

ମାଙ୍କଡ଼କୁ ଆମ୍ବ ଖୁଆଉଛି ପୋଲିସ, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ପୋଲିସକୁ ଦେଖିବାକୁ ମିଳୁଛି। ଯିଏକି ଏକ ଜିପ୍‌ରେ ବସି ମାଙ୍କଡ଼କୁ ଆମ୍ବ ଛୁରିରେ କାଟି ଖାଇବାକୁ ଦେଉଛି। ଭିଡିଓକୁ ଆଇଏଫ୍‌ଏସ୍‌ ସୁରେନ୍ଦ୍ର ମେହେରା ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଗାଁର ଅଧାରୁ ଅଧିକ ଲୋକଙ୍କ ପାଖରେ ରହିଛି ହେଲିକପ୍ଟର…

ଚାଇନାରେ ରହିଛି ଏପରି ଗାଁ ଯେଉଁଠି ସମସ୍ତେ କୋଟିପତି। ଏହାକୁ ‘ସୁପର ଭିଲେଜ’ କୁହାଯାଇଥାଏ। ଗାଁରେ ସବୁ ଲୋକଙ୍କ ପାଖରେ ଭଲ ଘର ଏବଂ ଗାଡି...

ନାକରେ ଲାଗିବ ଏୟାର ପ୍ୟୁରିଫାୟର

ନୂଆଦିଲ୍ଲୀ: କରୋନା ସଂକ୍ରମଣରୁ ମୁକ୍ତି ପାଇବା ପାଇଁ ଲୋକେ ମାସ୍କ ପିନ୍ଧିବା ସହିତ ଘରେ ଏୟାର ପ୍ୟୁରିଫାୟର ବ୍ୟବହାର କରୁଛନ୍ତି। କିନ୍ତୁ ଏବେ ଆପଣ ଯେଉଁ...

ମହିଳାଙ୍କୁ ୫ ବର୍ଷ ପାଇଁ ପାର୍କ ମନା, ଜାଣନ୍ତୁ କାରଣ

ଓ୍ବାଶିଂଟନ,୧୨।୫: ଆମେରିକାର କଲରାଡୋ ସହରରେ ରହୁଥିବା ଜଣେ ମହିଳା ଛୋଟ ଡ୍ରେସ୍‌ ପିନ୍ଧିଥିବାରୁ ତାଙ୍କୁ ହଟହଟା ହେବାକୁ ପଡ଼ିଛି। ବେଲି ବ୍ରିଡଲଭ ନାମକ ଏହି ମହିଳା...

ଅଲ୍‌ରାଉଣ୍ଡର ଯଶୋବନ୍ତ

ତୁଳସୀ ଦୁଇପତ୍ରରୁ ବାସିଲା ପରି ତାଙ୍କ କଳା ବିକଶିତ ହୋଇଥିଲା ପିଲାଟି ଦିନୁ। ନିଜ ଆଗ୍ରହ, ପିତାମାତାଙ୍କ ପ୍ରେରଣା ଏବଂ ମହାପ୍ରଭୁଙ୍କ ଆଶୀର୍ବାଦରୁ ସେ ଆଜି...

ଟପ୍ପରଙ୍କଠାରୁ ବେଶି ଚର୍ଚ୍ଚାରେ ରାହୁଲ ମୋଦି: ୟୁପିଏସ୍‌ସି ପରୀକ୍ଷାରେ ମିଳିଛି ୪୨୦ ର଼୍ୟାଙ୍କ

ନୂଆଦିଲ୍ଲୀ,୪।୮: ୟୁନିୟନ୍‌ ପବ୍ଲିକ୍‌ ସର୍ଭିସ କମିଶନ୍‌(ୟୁପିଏସ୍‌ସି)-୨୦୧୯ ପରୀକ୍ଷାର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ମୋଟ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଚର୍ଚ୍ଚାର ପରିସରକୁ...

ଗୋଟିଏ ରାତିରେ ନିର୍ମାଣ କରାଯାଇଥିଲା ଏହି ମନ୍ଦିର: ଜାଗରରେ ହୋଇଥାଏ ଲକ୍ଷାଧିକ ଭକ୍ତଙ୍କ ସମାଗମ

ମହାଶିବରାତ୍ରି ଅବସରରେ ମଧ୍ୟପ୍ରଦେଶର ବିଦିଶା ଜିଲାରେ ଥିବା ଏକ ଶିବ ମନ୍ଦିରରେ ବିଶାଳ ମେଳାର ଆୟୋଜନ କରାଯାଇଥାଏ। ଜାଗରରେ ଏଠାକୁ ୧ ଲକ୍ଷରୁ ଅଧିକ ଭକ୍ତ...

ମହାକାଶରେ ତିଆରି ହେଲା ପ୍ରଥମ ବିସ୍କୁଟ୍‌

ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ରେ ଇଟାଲିର ମହାକାଶଚାରୀ ପ୍ରଥମ ଥର ପାଇଁ ବେକିଂ କରିଛନ୍ତି। ବେକିଂ କରି ସେ ମହାକାଶରେ ପ୍ରଥମ କୁକିଜ୍‌ ବା ବିସ୍କୁଟ ପ୍ରସ୍ତୁତ...

ବାଇକ୍‌ରେ ୭ଜଣଙ୍କୁ ବସାଇ ନେଉଥିଲେ ଏହି ବ୍ୟକ୍ତି, ପୋଲିସ ଦେଖିବା ପରେ..

ଢାକା: ଆଜିକାଲିର ସମୟରେ ଯାନବାହନର ବହୁଳ ବ୍ୟବହାରକୁ ନେଇ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅନେକ ଟ୍ରାଫିକ୍‌ କଟକଣା ଲଗାଯାଇଛି।...

Advertisement
Archives

Model This Week