ଡାକ ସେବକଙ୍କ ନାମରେ ଥାନାରେ ଏତଲା

ନାରାୟଣପାଟଣା,୯।୩(ଡି.ଏନ.ଏ.) ନାରାୟଣପାଟଣା ପୋଷ୍ଟ ଅଫିସରୁ ଗତ ୨୫ ତାରିଖରୁ ଜମାକାରୀଙ୍କ ଅର୍ଥ ଚଞ୍ଚକତା କରି ଆତ୍ମସାତ କରି ଫେରାର ଥିବା ଡାକ ସେବକ ବୃନ୍ଦାବନ ଦଳେଇଙ୍କ ବିରୋଧରେ ମଙ୍ଗଳବାର ଜୟପୁର ଡାକ ବିଭାଗର ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟ ଓ ନାରାୟଣପାଟଣା ପୋଷ୍ଟ ଅଫିସର ସନ୍ତୋଷ ମାଣି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହି ସମୟରେ ୩୦ରୁ ଉର୍ଦ୍ଧ୍ୱ ଜମାକାରୀ ଥାନାକୁ ଆସି ସେମାନଙ୍କ ଟଙ୍କା ଫେରିପାଇବା ନେଇ ପଦକ୍ଷେପ ନେବାକୁ ଥାନାଅଧିକାରୀଙ୍କୁ ଅନୁରୋଧକରିଛନ୍ତି।
ସୂଚନାଯୋଗ୍ୟ ଡାକ ସେବକ ବୃନ୍ଦାବନଙ୍କୁ ବିଶ୍ୱାସ କରି ଜମାକାରୀମାନେ ସେମାନଙ୍କ ଜମାଖାତାରେ ଟଙ୍କା ଜମା କରିବାକୁ ଦେଉଥିଲେ। ମାତ୍ର ସେ ଲୋକଙ୍କ ବିଶ୍ୱାସରେ ବିଷ ଦେଇ ସେମାନଙ୍କ ଟଙ୍କା ଜମା ନ କରି ଆତ୍ମସାତ କରୁଥିଲେ। ସେ ପ୍ରାୟ ୭୪ ଜଣଠାରୁ ପାଖାପାଖି ୩୫ ଲକ୍ଷ ଟଙ୍କା ହଡପ କରିଥିବା ଜଣାପଡିଛି। ଏନେଇ ଥାନାରେ କେସ ନମ୍ବର ୧୪/୨୨ରେ ମାମଲା ରୁଜୁ ହୋଇଥିବା ତଦନ୍ତ ଚାଲିଥିବା ଥାନା ଅଧିକାରୀ ରଘୁନାଥ ମାଝି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri