ବ୍ରଜରାଜନଗରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଝାରସୁଗଡ଼ା ଅଫିସ,୧୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ନିର୍ବାଚନକୁ ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ କରିବା ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ଏହି ପରିପ୍ରେକ୍ଷୀରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ରଜରାଜନଗର ଥାନା ଅଧୀନ ଗଙ୍ଗାନଗର, ତେଲେନପାଲି, ରେମଜା ଓ ଇଟାଭଟା ଆଦି ଅଞ୍ଚଳରେ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଆଇଆଇସି ବୈକୁଣ୍ଠ ବିହାରୀ ସେଠ ଏହାର ନେତୃତ୍ୱ ନେଇଥିବା ବେଳେ ଅଭୟ ମହାନ୍ତି, ପ୍ରକାଶ ଦଳେଇ, ଦଶରଥ ଟୁଡୁ ପ୍ରମୁଖ ପୋଲିସ ଅଧିକାରୀଙ୍କ ସହ କର୍ମଚାରୀ ମଧ୍ୟ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁଟୁନି ବିକ୍ରି ସମସ୍ୟା: ଧାନ ଗଦାକରି ରାସ୍ତା ଅବରୋଧ କଲେ ଚାଷୀ

ପଦ୍ମପୁର,୧୮।୧(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟୁନାହିଁ। ଚାଷୀମାନେ ଧାନ...

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କୁ ମିଳୁନି ପ୍ରାପ୍ୟ

ବରଗଡ଼ ଅଫିସ୍‌,୨୦।୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମଣ୍ଡି ଗୁଡ଼ିକରେ ଧାନ ସଂଗ୍ରହ କରାଯାଉଛି। ହେଲେ ମଣ୍ଡିରୁ ଆଶାନୁରୂପ ଧାନ ଉଠୁ ନ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂର୍ବରୁ ନୟାଗଡ଼ରୁ ୨ଟି ପର୍ଯ୍ୟାୟରେ ରଥ କାଠ...

ସହାୟିକା ଚୟନରେ ଅନିୟମିତତା ଘଟଣା ସିଡିପିଓଙ୍କୁ ଘେରିଲେ ମହିଳା

ବାହାନଗା, ୧୭ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧୀନରେ ଥିବା ବିଷ୍ଣୁପୁର ଅଙ୍ଗନୱାଡି କେନ୍ଦ୍ର-୧ରେ ସହାୟିକା ଚୟନରେ ଅନିୟମିତତା ହୋଇଥିବା...

ବହୁଚର୍ଚ୍ଚିତ ସମର୍ଥ ହତ୍ୟା ମାମଲା: ଡେମୋ ଦେଖାଇଲେ ଅଭିଯୁକ୍ତ

ଭେଡେନ,୨।୪(ଡି.ଏନ.ଏ.): ଝାରସୁଗୁଡାର ବହୁଚର୍ଚ୍ଚିତ ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟା ମାମଲାରେ ପୋଲିସ ଦୁଇ ଅଭିଯୁକ୍ତ ଅମିତ ଶର୍ମା ଓ ଦିନେଶ ଅଗ୍ରୱାଲଙ୍କୁ ଗିରଫ କରି...

ଭକ୍ତ, ସେବାୟତଙ୍କ ମନରେ କ୍ଷୋଭ: ରଥଯାତ୍ରା ହେବା ଦାବିରେ ଆଜି ୬ଘଣ୍ଟିଆ ପୁରୀ ବନ୍ଦ

ପୁରୀ ଅଫିସ,୧୯ା୬: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଚାଲିଥିଲା। କରୋନା କଟକଣା ତଥା ଲକ୍‌ଡାଉନ ପାଇଁ ବିଳମ୍ବରେ ରଥ ନିର୍ମାଣ...

ବାଇପାସ୍‌ରେ ଯୋଡ଼ିହେବ ଆଳତୁମା-ମାଳପୁରା : ଖର୍ଚ୍ଚ ହେବ ୨୦.୧୧ କୋଟି

କାମାକ୍ଷାନଗର, ୧୦।୮(ଡି.ଏନ.ଏ.) – ଢେଙ୍କାନାଳ-କାମାକ୍ଷାନଗର ରାସ୍ତାରେ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ବାଇପାସ୍‌ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ...

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ

ବରଗଡ଼ ଅଫିସ,୧୨ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ମଧ୍ୟ ଲାଗୁ କରାଯାଇଛି। ମାତ୍ର ମାଛ,...

Advertisement
Archives

Model This Week