ପାର୍ବଣକୁ ନେଇ ପୋଲିସର ଫ୍ଲାଗମାର୍ଚ୍ଚ

ବାଲିଗୁଡା,୨୭।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଜପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ଅବଗତ କରାଯାଇଛି। ସୋସିଆଲ ମିଡିଆରେ କୌଣସି ଆପତ୍ତି ଜନକ ଖବରକୁ ବିଶାସ ନ କରି ଦଶହରାରେ ଦୂର୍ଗାପୂଜା ଏବଂ କୁମାର ପୂର୍ଣ୍ଣିମାରେ ଲକ୍ଷ୍ମୀ ପୂଜା ପାଳନ କରିବା ନେଇ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇ ଲୋକଙ୍କ ସଚେତନତା କରାଯାଇ ଥିବା ବାଲିଗୁଡା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ କହିଛନ୍ତି।

ନବରାତ୍ର ପୂଜାଠାରୁ ବିଭିନ୍ନ ଶକ୍ତିପୀଠରେ ଦେବୀଙ୍କ ପୂଜା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବ ମୁଖର ହୋଇ ପଡିଛି। ବିଭିନ୍ନ ସ୍ଥାନରେ ସୁଉଚ୍ଚ ତୋରଣ ସାଙ୍ଗକୁ ଭଳିକି ଭଳି ରଙ୍ଗୀନ ଆଲୋକ ମାଳାରେ ସୁସଜ୍ଜିତ କରାଯାଇଛି । ଏହାକୁ ଦୃଷ୍ଟିରେ ଶନିବାର ସନ୍ଧ୍ୟାରେ ବାଲିଗୁଡା ସହରରେ ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ ଏବଂ ଥାନା ଅଧିକାରୀ ସମ୍ବିତ କୁମାର ସ୍ବାଇଁଙ୍କ ଯବାନ ମିଳିତ ଭାବେ ଫ୍ଲାଗ ମାର୍ଚ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri