ବିକାଶ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୋଲସରା,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ କଳମ୍ବ ଗ୍ରାମରେ ଶନିବାର ସାମାନ୍ୟ ବଚସାରୁ ବିକାଶ ସାହୁ ଓରଫ କାଉ(୨୮)ଙ୍କୁ ହତ୍ୟା କରାଯାଇଥିଲା। ଏନେଇ ପୋଲସରା ଥାନାରେ ଏକ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା ମାମଲା (ନଂ.୧୯୨/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ କଳମ୍ବ ଗ୍ରାମର ଭାଗୀରଥି ପ୍ରଧାନ ଓରଫ ସମ୍ବାରିଆ। ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ରକୁ ଜବତ କରିଛି।

ସୂଚନାଯୋଗ୍ୟ, କଳମ୍ବ ଗ୍ରାମରେ ନାମଯଜ୍ଞ ଚାଲିଥିବା ସମୟରେ ବିକାଶ ଏବଂ ଭାଗୀରଥି ମଧ୍ୟରେ କଥା କଟାକଟି ହୋଇଥିଲା। ଏହି କଥା କଟାକଟି ଉଗ୍ରରୂପ ନେଇ ଶେଷରେ ହତ୍ୟାକାଣ୍ଡର ରୂପ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇମାମୀ ପେପର ମିଲ୍‌ରୁ ୧୦୧ କରୋନା ପଜିଟିଭ ଚିହ୍ନଟ

ବାଲେଶ୍ୱର ଅଫିସ,୧୨।୪: ବାଲେଶ୍ୱର ଜିଲା ରେମୁଣାସ୍ଥିତ ଇମାମୀ ପେପର ମିଲରୁ ୧୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୧୫୮...

ସାଧନା ଓ ଆତ୍ମବିଶ୍ୱାସ ଆଣିଦିଏ ସଫଳତା

ବନ୍ତ,୧୧।୯ (ସ୍ବ.ପ୍ର.)-ପିଲାଦିନୁ ଅଭିନୟ କଳା ପ୍ରତି ଥିବା ରୁଚି ତାଙ୍କୁ ଲକ୍ଷ୍ୟପଥରେ ଆଗେଇ ନେଇ ଚାଲିଛି। ପ୍ରଥମେ ରଙ୍ଗମଞ୍ଚରେ ଅଭିନୟ ଓ ନୃତ୍ୟ ପରିବେଷଣ କରି...

ରାତିପାହିଲେ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା

ପୁରୁଷୋତ୍ତମପୁର,୧୩ା୩(ଡି.ଏନ.ଏ.): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମଙ୍ଗଳାରଠାରୁ ଆରମ୍ଭ ହେବ। ଚୈତ୍ର ମାସରେ ପଡ଼ୁଥିବା ୪ଟି ମଙ୍ଗଳବାରରେ ମା’ଙ୍କ ସ୍ବତନ୍ତ୍ର...

ଦ.ପୂ. ରେଳପଥ ଜିଏମ୍‌ଙ୍କ ବଡ଼ବିଲ ଗସ୍ତ: ବଡ଼ବିଲ-ବାଂଶପାଣି ରେଳପଥ ଦାବି ଦୋହରାଇଲା ବିକାଶ ପରିଷଦ

ବଡ଼ବିଲ,୨୯।୯(ସ୍ବ.ପ୍ର.)- ଦ.ପୂ. ରେଳବାଇ ଜିଏମ ସଞ୍ଜୟ କୁମାର ମହାନ୍ତି ଶନିବାର ସାରେ କେନ୍ଦୁଝର ଜିଲା ବଡ଼ବିଲ ରେଳଷ୍ଟେଶନ ପରିଦର୍ଶନରେ ଆସି ପହଞ୍ଚିଥିଲେ। ଏହି ଅବସରରେ ବଡ଼ବିଲ...

ଉନ୍ନତୀକରଣ ଚାଲିଛି, ଚତୁଃପାର୍ଶ୍ୱକୁ ନଜର ନାହିଁ

ନିଶ୍ଚିନ୍ତକୋଇଲି,୨୫ା୭(ସ୍ବ.ପ୍ର.): କଟକ ଜିଲାର ଅନ୍ୟତମ ପ୍ରମୁଖ ହାଟ ନିଶ୍ଚିନ୍ତକୋଇଲିରେ ଅବସ୍ଥିତ। ଏହି ହାଟକୁ କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର ଓ ଯାଜପୁର ଜିଲାର ଚାଷୀ ଓ ବ୍ୟବସାୟୀମାନେ...

୩ ବିଲେଇଙ୍କୁ ବିଷ ଦେଇ ହତ୍ୟା, ପଡ଼ୋଶୀଙ୍କ ନାଁରେ ମାମଲା

କଟକ ସଦର, ୨୧।୧(ଡି.ଏନ୍‌.ଏ):ପଶୁଙ୍କ ପ୍ରତି ନିଷ୍ଠୁରତାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମୁଗଭଙ୍ଗା ଅଞ୍ଚଳରେ। ୩ଟି ପୋଷା ବିଲେଇଙ୍କୁ...

ଆଜି ପରୀକ୍ଷା, ୧୭ ଛାତ୍ରୀଛାତ୍ରଙ୍କ ପରୀକ୍ଷା ବର୍ଜନ ନିଷ୍ପତ୍ତି

ଦଶରଥପୁର,୫ା୧୨(ଡି.ଏନ.ଏ.):ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ ଥାଲକୁଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀରେ ଅଧ୍ୟୟନ କରୁଥିବା ୩୭ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୦ ଜଣଙ୍କୁ...

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ,୨୫ା୨: ଫାଲ୍‌ଗୁନ ଶୁକ୍ଳ ପ୍ରତିପଦାରେ ସୋମବାର ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ସରିବା ପରେ ପ୍ରଭୁ ଶ୍ରୀରାମଚନ୍ଦ୍ର...

Advertisement
Archives

Model This Week