ଜଙ୍ଗଲ ନିଆଁ ଲିଭାଇଲେ ଥାନା ଆଇଆଇସି

ଖଡିଆଳ,୩୧।୩: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବରଗାଁ ସ୍ଥିତ ଚକା ଜଙ୍ଗଲରେ କିଛି ବ୍ୟକ୍ତି ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ ଖଡିଆଳ ଆଇଆଇସି କୈଳାଶ ଚନ୍ଦ୍ର ସେଠୀ କୋଭିଡ ସଚେତନତା ନେଇ ବରଗାଁ ଯାଉଥିବା ବେଳେ ଜଙ୍ଗଲରେ ନିଆଁ ଲାଗିଥିବା ଦେଖିବାକୁ ପାଇଥିଲେ। ସେ ଗାଡିରୁ ଓହ୍ଲାଇ ନିଆଁ ଲିଭାଇଥିଲେ। ଜଙ୍ଗଲରେ ନିଆଁ ଲାଗିଥିବା ଦେଖିଲା ମାତ୍ରେ ପ୍ରତ୍ୟେକ ନାଗରିକ ତାକୁ ଲିଭାଇବାର ଦାୟିତ୍ୱ ରହିଛି। ଜଙ୍ଗଲ ସୁରକ୍ଷା ସମସ୍ତଙ୍କ କର୍ତ୍ତବ୍ୟ ବୋଲି ଆଇଆଇସି ସେଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣରୁ ମୁକ୍ତି ପାଇ କଳାହାଣ୍ଡିର ୧୬ ପୋଲିସ କର୍ମଚାରୀ କଲେ ପ୍ଲାଜମା ଦାନ

ଭବାନୀପାଟଣା,୨।୧୦(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ମୁକ୍ତି ପାଇଥିବା କଳାହାଣ୍ଡି ଜିଲାର ୧୬ ଜଣ ପୋଲିସ କର୍ମଚାରୀ ପ୍ଲାଜମା ଦାନ କରିଛନ୍ତି। ସେମାନେ ସ୍‌ସିବିରେ କରୋନାରେ ଆକ୍ରାନ୍ତ ଗୁରୁତର...

୧୦ ପଜିଟିଭ୍‌ ଭିତରୁ ନାଲ୍‌କୋରୁ ୬

ଅନୁଗୋଳ ଅଫିସ୍‌/ବଅଁରପାଳ,  ୫।୭:  ଅନୁଗୋଳରେ ଶନିବାର ଆଉ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ହୋଇଥିବାବେଳେ...

ବାହାର କାଠରୁ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୦।୪: ନୂତନ ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ସୋମବାର ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ଓ ବାହାରେ କଟକଣାକୁ...

ବୈତରଣୀରେ ବୁଡ଼ି ୨ ନାବାଳକ ମୃତ

ଆନନ୍ଦପୁର, ୯।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମ ନିକଟ ବୈତରଣୀ ନଦୀ ଘାଟରେ ବୁଡ଼ି ୨ ନାବାଳକଙ୍କର ମୃତ୍ୟୁ ଘଟିଛି। ସେମାନେ...

ନାଲ୍‌କୋ ସ୍ମେଲଟର ପୂର୍ବତନ ଜିଏମ୍‌ଙ୍କୁ ୨ ବର୍ଷ ଜେଲ

ଅନୁଗୋଳ ଅଫିସ, ୨୭।୯-ନାଲ୍‌କୋର ପୂର୍ବତନ ମହାପ୍ରବନ୍ଧକ ଶମ୍ଭୁ ଦୟାଲ ଚୌହାରିଆଙ୍କୁ ଅନୁଗୋଳ ଏସ୍‌ଡିଜେଏମ୍‌ କୋର୍ଟ ଗୁରୁବାର ଏକ ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨ ଜଣଙ୍କ...

କେନ୍ଦୁଝର ଡି. ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି।  ସ୍ଥାନୀୟ ଧରଣୀ ଧର ଉଚ୍ଚ...

ମହିଳା କମିଶନରେ ହାଜର ହେଲେ ଅନୁଭବ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ପାରିବାରିକ ବିବାଦକୁ ନେଇ ରାଜ୍ୟ ମହିଳା କମିଶନଙ୍କ ନିକଟରେ ମଙ୍ଗଳବାର ହାଜର ହୋଇଛନ୍ତି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ଅଭିନେତ୍ରୀ...

୨ ଦିନରେ ୧୯ଶହ ଗାଡ଼ି ଜବତ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ କଟକଣାକୁ କଟକ ସହରରେ ପୁଣି ଥରେ ଖୋଲାଖୋଲି ଉଲ୍ଲଂଘନ ଆରମ୍ଭ ହୋଇଛି। ନିୟମିତ ଭାବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଏଥିରେ କିଛି...

Advertisement


Archives

Model This Week