ମଦ ପିଇ ଗାଡ଼ି ଚଳାଇବା ପଡ଼ିଲା ମହଙ୍ଗା, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଜୁନାଗଡ଼,୨୫ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଥିବା ଦେଖିବାକୁ ମିଳିଛି। ଶନିବାର ପୁଣି ୩ ମଦ୍ୟପଙ୍କୁ ବାଇକ୍‌ ଚଳାଇଲା ବେଳେ ଧରି ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ପକ୍ଷରୁ ଏମ୍‌ଭିଆଇ ଗାଡ଼ି ଯାଞ୍ଚ ସମୟରେ ଏହା ୩ଜଣ ମଦ୍ୟପକୁ ବାଇକ୍‌ ସହ ଅଟକ ରଖାଯାଇଥିଲା। ସେମାନେ ହେଲେ ଜୁନାଗଡ଼ ସହର ବଜାର ପଡ଼ାର ଅଭିମନ୍ୟୁ ସେଠୀ,କେନ୍ଦୁପାଟିର କିଶାନ ବିଶ୍ୱାଳ ଓ ମନୋଜ କୁମାର ବିଶ୍ବାଳ ବୋଲି ଜଣାପଡ଼ିଛି। ସେହିପରି ସେମାନଙ୍କଠାରୁ ତିନୋଟି ବାଇକ୍‌ ମଧ୍ୟ ଜବତ କରାଯାଇଛି। ଏନେଇ ଜୁନାଗଡ଼ ପୋଲିସ ତିନୋଟି ମାମଲା ରୁଜୁ କରିଛି। ଏପରିକି ଗତ ୩ ଦିନ ମଧ୍ୟରେ ଏହି ମାମଲାରେ ୬ ଜଣକୁ କୋର୍ଟ ଚାଲାଣ କରାଯାଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri