ମଦ ପିଇ ଗାଡ଼ି ଚଳାଇବା ପଡ଼ିଲା ମହଙ୍ଗା, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଜୁନାଗଡ଼,୨୫ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଥିବା ଦେଖିବାକୁ ମିଳିଛି। ଶନିବାର ପୁଣି ୩ ମଦ୍ୟପଙ୍କୁ ବାଇକ୍‌ ଚଳାଇଲା ବେଳେ ଧରି ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ପକ୍ଷରୁ ଏମ୍‌ଭିଆଇ ଗାଡ଼ି ଯାଞ୍ଚ ସମୟରେ ଏହା ୩ଜଣ ମଦ୍ୟପକୁ ବାଇକ୍‌ ସହ ଅଟକ ରଖାଯାଇଥିଲା। ସେମାନେ ହେଲେ ଜୁନାଗଡ଼ ସହର ବଜାର ପଡ଼ାର ଅଭିମନ୍ୟୁ ସେଠୀ,କେନ୍ଦୁପାଟିର କିଶାନ ବିଶ୍ୱାଳ ଓ ମନୋଜ କୁମାର ବିଶ୍ବାଳ ବୋଲି ଜଣାପଡ଼ିଛି। ସେହିପରି ସେମାନଙ୍କଠାରୁ ତିନୋଟି ବାଇକ୍‌ ମଧ୍ୟ ଜବତ କରାଯାଇଛି। ଏନେଇ ଜୁନାଗଡ଼ ପୋଲିସ ତିନୋଟି ମାମଲା ରୁଜୁ କରିଛି। ଏପରିକି ଗତ ୩ ଦିନ ମଧ୍ୟରେ ଏହି ମାମଲାରେ ୬ ଜଣକୁ କୋର୍ଟ ଚାଲାଣ କରାଯାଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?