ଠାକୁରାଣୀ ଯାତ୍ରାରେ ପୋଲିସ ନିଷ୍କ୍ରିୟତାରୁ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ

ପୁରୁଷୋତ୍ତମପୁର, ୩୧।୫(ଡିଏନଏ): ଶେଷ ହୋଇଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର କିମ୍ବଦନ୍ତୀ ପୂର୍ଣ୍ଣ ଐତିହାସିକ ଠାକୁରାଣୀ ଯାତ୍ରା। ମଙ୍ଗଳବାର ବିଳମ୍ବିତ ରାତ୍ରରେ ଭାବ ବିହ୍ବଳ ହୋଇ ମା’ ଙ୍କୁ ଅଶୃଳ ବିଦାୟ ଦେଇ ପୁଣି ଦୁଇବର୍ଷ ପରେ ମା ଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ସହର ବାସୀ। ବାଜବାଜଣା ଓ ଆତସବାଜିର ବିରାଟ ପଟୁଆର ସହ ହଜାର ହଜାର ଭକ୍ତଙ୍କ ମେଳରେ ଠାକୁରାଣୀ ଦର୍ଶନ ଦେଇଥିଲେ। ବାଣଯାତ୍ରାରେ ଦୀର୍ଘ ତିନି ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ହାଇସ୍କୁଲ ପଡିଆ ବିଭିନ୍ନ ରଙ୍ଗୀନ ବାଣରେ ପ୍ରକମ୍ପିତ ହୋଇଥିଲା। ଏହାକୁ ଦେଖିବା ଲାଗି ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥିଲା। କିନ୍ତୁ ଏହି ଶୋଭାଯାତ୍ରାରେ ପୋଲିସର ଦେଖା ମିଳି ନ ଥିଲା। ପୋଲିସର ନିଷ୍କ୍ରିୟତା ଯୋଗୁ କିଛି ସ୍ଥାନରେ ମଦ୍ୟପଙ୍କ ଦୌରାତ୍ମ ଦେଖିବାକୁ ମିଳିଥିଲା। ଏହାଯୋଗୁ ଆଇନ୍‌ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଲୋକେ ଅତିଷ୍ଟ ହୋଇପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଫାଟକରେ ତାଲା: ଖରାରେ ଠିଆହୋଇ ୮ ଛାତ୍ରୀଛାତ୍ର ଅସୁସ୍ଥ

ବୌଦ୍ଧ/ପୁରୁଣାକଟକ,୨୨ା୭(ଅଜିତ କୁମାର ବାରିକ/ ସୁକାନ୍ତ ପଟ୍ଟନାୟକ)କୌଣସି କଥାକୁ ନେଇ କେତେଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହେଲା ା ଏହାକୁ ନେଇ ଶନିବାର ସକାଳେ ଜଣେ ଅଭିଭାବକ...

ପ୍ଲାଜମା ଦାନ କଲେ ୨ ଟୋଲପ୍ଲାଜା କର୍ମଚାରୀ

ବରଗଡ଼ ଅଫିସ, ୫।୧୦: ବରଗଡ଼-ସମ୍ବଲପୁର ରାସ୍ତାର ବରାହଗୋଡା ଟୋଲପ୍ଲାଜା (ଟୋଲ୍‌ଗେଟ)ର ୨କର୍ମଚାରୀ ଶୁଭମ ଦେ(୨୮) ଏବଂ ଅଭିଜିତ୍‌ଦାଶ(୨୭) ସୋମବାର ଭୀମସାର, ବୁର୍ଲା ଯାଇ ପ୍ଲାଜମା ଦାନ...

ନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବୁ

ଫୁଲବାଣୀ ଅଫିସ,୨୨।୪: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସଖିପଡା ଗାଁର ଲିପକ ପ୍ରଧାନ(୨୧)ଙ୍କ ମୃତ୍ୟୁ ଘଟଣା ପଛରେ ରହିଛି ପ୍ରେମ ଏବଂ ସନ୍ଦେହ। ଲିପକ କେବେ...

ନିର୍ଦ୍ଦେଶ ଅବମାନନା କରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସସ୍‌ପେଣ୍ଡ

ଦାରିଙ୍ଗବାଡ଼ି,୧୯।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନ ବିଇଓଙ୍କ ନିର୍ଦ୍ଦେଶକୁ ଅବମାନନା କରିବା...

ସିଲ୍‌ ହେବ ୧୪ ଦୋକାନ

ବାରିପଦା ଅଫିସ,୯ା୫: ସାମାଜିକ ଦୁରତ୍ୱ ପାଳନ ନ କରିଥିବା ଅଭିଯୋଗରେ ବାରିପଦା ସହରରେ ଥିବା ୧୪ଟି ଦୋକାନକୁ ସିଲ୍‌ କରାଯିବ ବୋଲି ବାରିପଦା ତହସିଲଦାର ରାମଚନ୍ଦ୍ର...

ଶ୍ରେଣୀଗୃହ ଅଭାବ: ପ୍ରଥମ ବର୍ଷାରେ ବେହାଲ ଛାତ୍ରୀଛାତ୍ର

ଲାଠୋର,୨୫।୬(ଭୁବନେଶ୍ବର ବାରିକ)ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଶ୍ରେଣୀ କୋଠରୀ ଅଭାବ ହେତୁ ଚଳିତବର୍ଷ ପ୍ରଥମ ବର୍ଷାରେ...

୬ ମୌଜାର ଚାଷୀ ଖୁସି

ବାଲିଚନ୍ଦ୍ରପୁର,୯ା୮(ସ୍ବ.ପ୍ର.):ସ୍ବାଧୀନତାର ୭୫ ବର୍ଷ ପରେ ଯାଜପୁର ଜିଲା ବଡ଼ଚଣା ବ୍ଲକ ଦର୍ପଣ ତହସିଲ ଅନ୍ତର୍ଗତ ୬ ରାଜସ୍ବ ମୌଜାର ଜମିଜମା ବନ୍ଦୋବସ୍ତ ସଂକ୍ରାନ୍ତିୟ ସଂଶୋଧନ ନିମନ୍ତେ...

ବୃଦ୍ଧାଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା

ବରଗଡ଼ ଅଫିସ୍‌,୨୪।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଦ୍ୱାରୀ ଗ୍ରାମରେ ବୁଧବାର ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି । କାଠ କାଟିବାକୁ ନେଇ ସ୍ଥାନୀୟ...

Advertisement
Archives

Model This Week