କରୋନାରେ ଚାଲିଗଲା ପୋଲିସ ଇନ୍ସପେକ୍ଟରଙ୍କ ଜୀବନ

ବଲାଙ୍ଗୀର ଅଫିସ୍‌,୧୬ା୯-ବଲାଙ୍ଗୀର ଜିଲା ପୋଲିସ ବିଭାଗ କୋଭିଡ୍‌ ସେଲ୍‌ର ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ବିଜୟାନନ୍ଦ କରକରାଙ୍କ ବୁଧବାର ବିଶାଖାପାଟଣାର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ବିୟୋଗରେ ବଲାଙ୍ଗୀର ପୋଲିସ ଅଫିସର୍ସ ଆସୋସିଏଶନ, ହାବିଲଦାର ଓ କନଷ୍ଟେବଳ ଆସୋସିଏଶନ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍‌.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ...

ବଦଳିବ ହୀରାକୁଦ ଡ୍ୟାମ୍‌ର ପୁରୁଣା ଯନ୍ତ୍ରାଂଶ

ସମ୍ବଲପୁର,୮।୧(ବ୍ୟୁରୋ):ହୀରକୁଦ ଡ୍ୟାମ୍‌ର ସୁରକ୍ଷାକୁ ନେଇ ଏକ ବିଶେଷଜ୍ଞ ଦଳ ମଙ୍ଗଳବାର ପରିଦର୍ଶନ କରିଛନ୍ତି। ସେମାନେ ଅତିରିକ୍ତ ସ୍ପିଲୱେ, ଗେଟ୍‌, ନଦୀବନ୍ଧ ମରାମତି କାମ, ଗେଟ୍‌ ମରାମତି...

ଦଣ୍ଡବତ ଯାତ୍ରାରେ ସନ୍ଥ: ବିଶ୍ୱର ମଙ୍ଗଳ ପାଇଁ ରାଜସ୍ଥାନରୁ ପୁରୀ

ନୟାଗଡ଼ ଅଫିସ,୧୧।୮: ବିଶ୍ୱର ମଙ୍ଗଳ କାମନା ସହ ଭାରତରେ ଶାନ୍ତି ପ୍ରତିଷ୍ଠା ପାଇଁ ରାମସିଂ ଭଗତ ନାମକ ଜଣେ ସନ୍ଥ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାମ ପୁରୀକୁ ଦଣ୍ଡବତ...

ବାତ୍ୟା ‘ୟାସ’: ଆକଳନଠୁ ପ୍ରଭାବ କମ୍‌

ଭୁବନେଶ୍ବର,୨୬।୫: ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟା ‘ୟାସ’ ଧାମରାର ଉତ୍ତର,...

କାହିଁ ଏତେ ଅନୁକମ୍ପା

ଭୁବନେଶ୍ୱର,୨୦।୭: ଗ୍ରାମାଞ୍ଚଳ କଥା ଛାଡ଼ନ୍ତୁ, ଖୋଦ୍‌ ରାଜଧାନୀ ଭୁବନେଶ୍ୱରର ସବୁ ଅଞ୍ଚଳରେ ୨୪ ଘଣ୍ଟା ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ହୋଇପାରୁନାହିଁ। ଏନେଇ ପ୍ରତିକ୍ରିୟା ପ୍ରକାଶ ପାଇଲେ...

ରେଭେନ୍‌ଶାରେ ଛାତ୍ରୀଙ୍କୁ ର଼୍ୟାଗିଂ ଘଟଣା : ୧୪ ଦିନ ପୂରିଲା: ଦଣ୍ଡାଦେଶ ମାନିଲେନି

କଟକ ଅଫିସ,୧୯।୪- ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କାଠଯୋଡ଼ି ହଷ୍ଟେଲରେ ଘଟିଥିବା ଛାତ୍ରୀ ର଼୍ୟାଗିଂ ଘଟଣାର ତଦନ୍ତ ରିପୋର୍ଟ ଗତ ୫ ତାରିଖରେ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ(ୟୁଜିସି) ନିକଟରେ...

ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର ପାଗ ଶୁଖିଲା ରହିବା ନେଇ ଆଞ୍ଚୂିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ । ଅପରାହ୍ନରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା...

ମମିତା ମେହେର ହତ୍ୟା ଘଟଣା: ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ

ଭବାନୀପାଟଣା,୨୨।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଏପରିସ୍ଥଳେ ଏହି...

Advertisement
Archives

Model This Week