କରୋନାରେ ଚାଲିଗଲା ପୋଲିସ ଇନ୍ସପେକ୍ଟରଙ୍କ ଜୀବନ

ବଲାଙ୍ଗୀର ଅଫିସ୍‌,୧୬ା୯-ବଲାଙ୍ଗୀର ଜିଲା ପୋଲିସ ବିଭାଗ କୋଭିଡ୍‌ ସେଲ୍‌ର ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ବିଜୟାନନ୍ଦ କରକରାଙ୍କ ବୁଧବାର ବିଶାଖାପାଟଣାର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ବିୟୋଗରେ ବଲାଙ୍ଗୀର ପୋଲିସ ଅଫିସର୍ସ ଆସୋସିଏଶନ, ହାବିଲଦାର ଓ କନଷ୍ଟେବଳ ଆସୋସିଏଶନ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପାଇଲଟ୍‌ ମୃତ

କବିସୂର୍ଯ୍ୟନଗର/ଭୁବନେଶ୍ୱର,୧୩।୬(ବ୍ୟୁରୋ): ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ସମସ୍ତ ଯାତ୍ରୀ ମୃତ। ଗୁରୁବାର ବିଧିବଦ୍ଧ ଭାବେ ଆଇଏଏଫ୍‌ ପକ୍ଷରୁ ଏହି ଘୋଷଣା କରାଯାଇଛି। ବିମାନର...

ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଜଳ ପ୍ରବେଶ: ବିପଦ ସଂକେତ ଉପରେ ପ୍ରବାହିତ, ବନ୍ୟା ଆଶଙ୍କା

ଯାଜପୁର ରୋଡ,୮।୯(ନି.ପ୍ର.)- ବୈତରଣୀ ନଦୀରେ ବନ୍ୟା ଜଳ ଦ୍ୱିତୀୟ ଥର ପାଇଁ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର ଥିବାବେଳେ ବର୍ତ୍ତମାନ ୧୭.୮୫ ମିଟରରେ...

ରାଜଧାନୀରେ ଚିହ୍ନଟ ହେଲେ ୩୨୬ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୫ ।୯: ରାଜଧାନୀ ଭୁବନେଶ୍ୱରରେ ବେଳକୁ ବେଳ ଅଣାୟତ ହୋଇଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଏଠାରେ ୩୨୬ ନୂଆ ସଂକ୍ରମିତଙ୍କୁ...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

ବଢୁଛି ଇକୋ-ଫ୍ରେଣ୍ଡ୍‌ଲି ରାଖୀର ଚାହିଦା

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଆଉ ୪ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସ୍ନେହ ସମ୍ପର୍କର ଅତୁଟ ଡୋରି। ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଖୋଲିଲାଣି...

ରାଜଧାନୀରେ ଚୋରା ବନ୍ଧୁକ କାରବାର

ଭୁବନେଶ୍ୱର,୨୬।୯୯(ବ୍ୟୁରୋ): ରାଜଧାନୀରେ ଚାଲିଛି ବନ୍ଧୁକ କାରବାର। ଛତିଶଗଡ଼ ଓ ବିହାରରୁ ଚୋରାରେ ବନ୍ଧୁକ ଆସି ଏଠାରେ ବିକ୍ରି ହେଉଛି। ଏହି ବନ୍ଧୁକରେ ଅପରାଧୀମାନେ ବଡ଼ ବଡ଼...

ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୧୮।୧: ବର୍ଷ ଆରମ୍ଭରୁ ପୁଣି ଚିତ୍ରକୋଣ୍ଡା ପୋଲିସକୁ ଆଉ ଏକ ସଫଳତା ମିଳିଛି। ରବିବାର ବିଳମ୍ବିତ ରାତିରେ ଚିତ୍ରକୋଣ୍ଡା ପୋଲିସ ରାଜ୍ୟ ବାହାରକୁ ଚୋରା ଚାଲାଣ...

ସଂଘର୍ଷରୁ ସ୍ବୟଂସିଦ୍ଧା

ଢେଙ୍କାନାଳ ଅଫିସ, ୮।୩(ରତନ ନାୟାର): କି ରାତି କି ଦିନ। ଅସରନ୍ତି ସେମାନଙ୍କ ସଂଘର୍ଷର କାହାଣୀ। କେତେ ଝଡ଼ଝଞ୍ଜା ଆସିଛି। ପ୍ରତିକୂଳ ପରିସ୍ଥିତି ପାଚେରି ହୋଇ...

Advertisement


Archives

Model This Week