ପାର୍ବଣରେ ଜୁଆଡ଼ିଙ୍କୁ ଖୋଜୁଛି ପୋଲିସ:୧୨ ଜୁଆଡି ୧ ଲକ୍ଷ ୭୨ ହଜାର ଜବତ

ଭଞ୍ଜନଗର,୬।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ଜୁଆଡ଼ିମାନଙ୍କୁ ଗିରଫ କରୁଛିି । ଏହିଭଳି ଭଞ୍ଜନଗର ପୋଲିସ ମଧ୍ୟ ବିଗତ କିଛିଦିନ ମଧ୍ୟରେ ୬୦ରୁ ଊର୍ଦ୍ଧ୍ୱ ଜୁଆଡିଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ ହୋଇଛି। ସୋମବାର ପୁଣି ପୋଲିସ ଜାମପଲ୍ଲିରୁ ଆଉ ୧୨ ଜଣ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୧ ଲକ୍ଷ ୭୨ ହଜାର ଟଙ୍କା ଜବତ କରିଛି। ଚଳିତ ବର୍ଷ ଭଞ୍ଜନଗର ପୋଲିସର ଏହା ବଡ ଚଢାଉ। ଆଗାମୀ ଦିନରେ ଏହିଭଳି ଚଢାଉ ଜୋରଦାର ହେବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଞ୍ଚଲ୍ୟ… ଦିଲ୍ଲୀରେ IRS ଅଧିକାରୀଙ୍କ ଝିଅକୁ ବଳାତ୍କାର ପରେ ହତ୍ୟା, ମୋବାଇଲ ଚାର୍ଜରରେ କାଟିଦେଲେ ଗଳା

ନୂଆଦିଲ୍ଲୀ,୨୨ା୪: ଦିଲ୍ଲୀର ଅମର କଲୋନି ଅଞ୍ଚଳରେ ଜଣେ ଯୁବତୀଙ୍କ ବଳାତ୍କାର ଏବଂ ପରେ ହତ୍ୟା ସହିତ ଜଡିତ ଏକ ମାମଲା ସାମ୍ନାକୁ ଆସିଛି । ମୃତକ ଜଣକ…

ଆନନ୍ଦପୁର କଲେଜର ସାମ୍ସ ରୁମରେ ଅଗ୍ନିକାଣ୍ଡ, ୧୦ରୁ ଅଧିକ…

ବଞ୍ଚୋ,୨୨ା୪(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର କଲେଜର ସାମ୍ସ (SAMS) ରୁମରେ ଆଜି ହଠାତ୍ ଅଗ୍ନିକାଣ୍ଡ ଘଟିଛି । ରୁମ ଭିତରେ ହଠାତ୍ ନିଆଁ ଲାଗିଯାଇଥିବାରୁ ୧୦ରୁ…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର୍‌, ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

ଝାରସୁଗୁଡା,୨୨।୪(ଆଶିଷ ରଞ୍ଜନ ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟର ସେକ୍ସନ ଅଫିସର୍‌। ଜିଏନଏମ ଛାତ୍ରୀମାନଙ୍କୁ ପ୍ରାକ୍ଟିକାଲ ଟ୍ରେନିଂ ପାଇଁ ବିଭିନ୍ନ ପିଏଚସି…

ଜେଲ ପାଚେରୀ ଡେଇଁ କଏଦୀ ଫେରାର

ଭବାନୀପାଟଣା,୨୨।୪: କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର…

ମହିଳା ବିଲ୍‌ ଆଣିବା ପଛରେ ରହିଥିଲା ଛଳନା: ଜୟଦେବ ଜେନା

କେନ୍ଦୁଝର,୨୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ଥାନୀୟ କଂଗ୍ରେସ ଭବନ ଠାରେ ଜିଲା କଂଗ୍ରେସ ପକ୍ଷରୁ ମହିଳା ବିଲ ଓ ସୀମା ନିର୍ଦ୍ଧାରଣ ବିଲ୍‌କୁ ନେଇ ଏକ ପ୍ରେସ୍‌ମିଟ୍‌…

ଇରାନ-ଆମେରିକା ବିବାଦ ଉପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଭାରତ ମଧ୍ୟସ୍ଥତା ଚେଷ୍ଟା….

ନୂଆଦିଲ୍ଲୀ,୨୨ା୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ…

ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧)…

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri