ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୮।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧ ଜିଲାରେ ମାଓବାଦୀ ଦମନ ପାଇଁ ସର୍ଚ୍ଚ ଅପରେଶନ ଚାଲିଥିବା ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ ହୋଇଛି।

ମିଳିଥିବା ସୂଚନା ମୁତାବକ, ଗୁରୁବାର ଗରିଆବନ୍ଧ ଜିଲାର ଶୋଭା ପୋଲିସ ଷ୍ଟେଶନ ଅନ୍ତର୍ଗତ ଭୀମାଟିକରା ଜଙ୍ଗଲରେ ସିଆରପିଏଫ ଓ ସ୍ବତନ୍ତ୍ର ପୋଲିସ ଟିମ୍‌ ପକ୍ଷରୁ ସର୍ଚ୍ଚ ଅପରେଶନ ଚାଲିଥିଲା। ଏହି ସମୟରେ ଜଙ୍ଗଲରେ କ୍ୟାମ୍ପ କରି ଲୁଚି ରହିଥିବା ମାଓବାଦୀମାନେ ପୋଲିସକୁ ଦେଖି ଗୁଳି ଚଳାଇଥିଲେ। ପୋଲିସ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲା। ଫଳରେ ଦୀର୍ଘ ୩୦ ମିନିଟ୍‌ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଶେଷରେ ମାଓବାଦୀମାନେ ସୁରକ୍ଷା କର୍ମୀଙ୍କୁ ସାମ୍‌ନା କରି ନ ପାରି ଛତ୍ରଭଙ୍ଗ ଦେଇ ଜଙ୍ଗଲ ଭିତରକୁ ପଳାଇଥିଲେ। ଏହି ଗୁଳି ବିନିମୟରେ କେହି ମୃତାହାତ ହୋଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri