ପୋଲିସ ଗୁଳିରେ ମାଓବାଦୀ ନିହତ

ଖପ୍ରାଖୋଲ,୨୭।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗନ୍ଧମାର୍ଦ୍ଦନ ପାହାଡ଼ରେ ଶନିବାର ସନ୍ଧ୍ୟାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି।

ସନ୍ଧ୍ୟାରେ ଖପାଖୋଲ ଥାନା ଯୁନାନୀବାହାଲ ଗାଁ ନିକଟରେ ମାଓବାଦୀ ଓ ପୋଲିସ ମୁହଁାମୁହିଁ ହୋଇଥିଲେ। ଏହି ଘଟଣା ପରେ ପୋଲିସ ପକ୍ଷରୁ ବଡଧରଣର ସର୍ଚ୍ଚ ଅପରେସଶନ୍‌ ଚାଲିିଛି। ଅପରେସଶନ୍‌ ବେଳେ ମାଓବାଦୀମାନେ ବ୍ୟବହାର କରୁଥିବା ବିଭିନ୍ନ ସାମଗ୍ରୀ ଜବତ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌କେସିଜି ଓପିଡି ଖୋଲାକୁ ନେଇ ଜନସ୍ବାର୍ଥ ମାମଲା

ବ୍ରହ୍ମପୁର ଅଫିସ ,୧୧ା୮-ବ୍ରହ୍ମପୁର ବଡ ମେଡିକାଲ(ଏମ୍‌କେସିଜି) ଓପିଡି ୧ମାସ ବିତିଯାଇଥିଲେ ମଧ୍ୟ ଖୋଲିଲା ନାହିଁ। ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର...

ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ଭାଇ

ପାଟଣା,୧୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଝହ୍ନେଇପଶି ଗ୍ରାମର ନାଳ ନିକଟରେ ଥିବା ଆକାଶିଆ ଜଙ୍ଗଲରୁ ଶନିବାର ସକାଳୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ...

୩ ବ୍ରାଉନସୁଗାର ବ୍ୟବସାୟୀ ଜେଲ୍‌ ଗଲେ: ୫ ଲକ୍ଷର ବ୍ରାଉନସୁଗାର, ୫ ମୋବାଇଲ ଓ କାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ପାତ୍ରପଡ଼ା, ୨୧।୧୧(ଡି.ଏନ୍‌.ଏ.): ଖଣ୍ଡଗିରି ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢ଼ାଉ କରି ୩ଜଣ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାପଲ୍ଲୀ...

ରାଜ୍ୟରେ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯...

ଓମିକ୍ରନ ମୁକାବିଲା ନେଇ ବସିବ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢାଇଲାଣି । ରାଜ୍ୟରେ ୨ ଜଣ ଓମିକ୍ରନ ଚିହ୍ନଟ ପରେ ସରକାର ସଜାଗ ହେଉଛନ୍ତି ।...

କୃଷି ଯନ୍ତ୍ରାଂଶ ସବ୍‌ସିଡି ନାଁରେ ହଡ଼ପ

ଭୁବନେଶ୍ୱର,୧୧ା୩(ବ୍ୟୁରୋ):ଅନୁସୂଚିତ ଜାତି(ଏସ୍‌ସି) ଓ ଜନଜାତି(ଏସ୍‌ଟି) ଚାଷୀଙ୍କ ଆର୍ଥିକ ଅଭିଭୃଦ୍ଧି ଏବଂ ବୈଜ୍ଞାନିକ ପଦ୍ଧତିରେ ଉନ୍ନତ ମାନର ଚାଷ ପାଇଁ କୃଷି ଯନ୍ତ୍ରାଂଶ କିଣାରେ ରାଜ୍ୟ ସରକାର...

ସାପ କାମୁଡାରେ ଯୁବକଙ୍କ ପ୍ରାଣଗଲା

ସୋର, ୨୯।୯(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ମାଣିପୁର ପଞ୍ଚାୟତ ରାଧାବଲ୍ଲଭପୁର ଗ୍ରାମର ଅର୍ଜୁନ ସାହୁ (୩୬)ଙ୍କର ସାପ କାମୁଡାରେ ମୃତ୍ୟୁ ଘଟିଛି। ଯୁବକ ଜଣକ ଶନିବାର ଅପରାହ୍ନରେ...

ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ: ୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ

ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍‌ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ...

Advertisement


Archives

Model This Week