ପୋଲିସ-ମାଓବାଦୀ ଗୁଳି ବିନିମୟ: ଟଳିପଡ଼ିଲେ ମାଓବାଦୀ ମୁନି

ମାଲକାନଗିରି,୨୦ା୧(ଡି.ଏନ୍‌.ଏ.): ମାଲକାନଗିରି ସୀମାରେ ପୋଲିସ ଏନ୍‌କାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ମହୁପଦର ଏଲ୍‌ଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି । ମୁନିଙ୍କ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା।

ସୂଚନାଯୋଗ୍ୟ, କଟେକଲ୍ୟାଣ ଥାନା ଅନ୍ତର୍ଗତ ଚିକପାଲ ଜଙ୍ଗଲରେ ଯବାନମାନେ କମ୍ବିଂ ଅପରେଶନ କରୁଥିବା ସମୟରେ ମାଓବାଦୀମାନେ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଯାହାର ଦୃଢ଼ ଜବାବ ଦେଇଥିଲେ ଯବାନ। ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଏନ୍‌କାଉଣ୍ଟର ପରେ ଘଟଣାସ୍ଥଳରୁ ଗୋଟିଏ ୧୨ ବୋର ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଆଇଟିଡିଏ ସହକାରୀ ନିର୍ଦ୍ଦେଶକ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର

ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri