ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୧୬ା୭(ଡି.ଏନ୍‌.ଏ.): ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ଗୁରୁବାର ପୋଲିସ ମାଓବାଦୀ ଗୁଳି ବିନିମୟ ହୋଇଛି। ଏହି ସମୟରେ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଏକ ବଡ଼ଧରଣର ମାଓବାଦୀ କ୍ୟାମ୍ପ ଠାବ ହୋଇଥିଲା। ଡିଭିଏଫ୍‌ ଏବଂ ଏସ୍‌ଓଜିର ମିଳିତ ଚଢ଼ାଉରେ ଏହି ବଡ଼ଧରଣର ସଫଳତା ମିଳିଛି। ପୋଲିସ ମାଓବାଦୀ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା। ପୋଲିସର ଗୁଳିକୁ ସାମ୍ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ତେବେ ଏହି କ୍ୟାମ୍ପ୍‌ରେ ଅନେକ ଟପ୍‌ କ୍ୟାଡର ମାଓବାଦୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଘଟଣାସ୍ଥଳରୁ ଗୋଟିଏ ୩୦୩ ବନ୍ଧୁକ ଏବଂ ବିପୁଳ ପରିମାଣର ମାଓବାଦୀ ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୋଲିସ। ମାଲକାନଗିରି ଏସ୍‌ପିଙ୍କ ନେତୃତ୍ୱରେ ଏହି ଅପରେଶନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ

ତିହିଡ଼ି,୮।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ସିପିଏମ୍‌ ସମେତ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବୁଧବାର ବନ୍ଦ ପାଳନ କରାଯାଇଛି। ଆନ୍ଦୋଳନକାରୀମାନେ ଶୋଭାଯାତ୍ରାରେ ତିହିଡ଼ି ବଜାର...

ଚୌଦ୍ୱାର ଜେଲ୍‌ର ୮ କଏଦୀଙ୍କୁ କରୋନା

ଚୌଦ୍ୱାର,୧୦ା୭(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଜେଲ୍‌ର ୮ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୩ ଜଣ ବିଚାରାଧୀନ କଏଦୀ ଥିବା ବେଳେ ଆଉ...

କୋରାପୁଟ: ୩ ଦିନରେ ୨୦୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬୮୭ରେ ପହଞ୍ଚିଲା, ୪୮ ଘଣ୍ଟା ଶଟ୍‌ଡାଉନ୍‌ କଲେ ଜିଲାପାଳ

କୋରାପୁଟ,୩୦ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ମାତ୍ର ତିନି ଦିନ ମଧ୍ୟରେ କୋରାପୁଟ ଜିଲାରେ ୨୦୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ...

ପୋଲିସ ଭ୍ୟାନ୍‌ରେ ପ୍ରବାସୀ ମହିଳାଙ୍କ ପ୍ରସବ ଘଟଣା: ପଦାରେ ପଡ଼ିଲା ଜିଆର୍‌ପିର ଅପାରଗତା

ଝାରସୁଗୁଡା ଅଫିସ,୨୫ା୫- ଝାରସୁଗୁଡା ଜିଲା ପୋଲିସର ଏକ ପିସିଆର ଭ୍ୟାନରେ ରବିବାର ଜଣେ ପ୍ରବାସୀ ମହିଳା ଏକ ଶିଶୁକନ୍ୟା ପ୍ରସବ କରିବା ଘଟଣାରେ ଜିଆର୍‌ପିର ଅପାରଗତା...

ଅଗ୍ନିଶମ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ଅଞ୍ଚଳବାସୀ

ବ୍ରହ୍ମପୁର ଅଫିସ,୨୨ା୪-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ସହରର ବିଭିନ୍ନ ଅଞ୍ଚଳରେ ବିଶୋଧନ ପ୍ରକ୍ରିୟା ଜାରି ରହିଛି। ବୁଧବାର ଆମ୍ବପୁଆ ଅଞ୍ଚଳରେ...

ଇଲେକ୍ଟ୍ରି ଦୋକାନରେ ଅଗ୍ନିକାଣ୍ଡ:୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ସହ ଜଳିଗଲା ନଗଦ ୨ ଲକ୍ଷ

ଟେନ୍‌ସା,୧।୯ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋଇଡ଼ା ଛକରେ ଶନିବାର ବିଳମ୍ବିତ ରାତିରେ ଏକ ଇଲେକ୍ଟ୍ରି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ...

ଅସ୍ଥାୟୀ ପରିବା ହାଟରେ ବିଦ୍ୟୁତ୍‌ ଭଡ଼ା ଆଦାୟକୁ ନେଇ ଅସନ୍ତୋଷ: ବିଧାୟକଙ୍କ ନିକଟରେ ଅଭିଯୋଗ

ଗୋପ,୨ା୪(ଡି.ଏନ୍‌.ଏ.) : କରୋନାକୁ ସିଧାସଳଖ ମୁକାବିଲା କରିବା ଓ ସାମାଜିକ ଦୂରତା ଉପରେ ଗୁରୁତ୍ୱକୁ ନେଇ ୨ ଦିନ ହେବ ସ୍ଥାନୀୟ ବିଧାୟକ ତଥା ଗଣଶିକ୍ଷା...

ବଢୁଛି ଆନ୍ତଃ ରାଜ୍ୟ ଡକାୟତି ପୋଲିସ ପାଇଁ ଚ୍ୟାଲେଞ୍ଜ

ବସ୍ତା, ୭।୭(ଡି.ଏନ.ଏ.)-ଓଡ଼ିଶାର ସୀମାନ୍ତ ବାଲେଶ୍ୱର ଜିଲା ଅଧୀନ ବସ୍ତା, ବାଲିଆପାଳ, ଜଳେଶ୍ୱର ଅଞ୍ଚଳରେ ଦିନକୁ ଦିନ ଚୋରି ଓ ଡକାୟତି ବଢ଼ିବାରେ ଲାଗିଛି। ଅପରାଧୀମାନେ ଯୋଜନାବଦ୍ଧ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *