ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ ତାରିଖ ଥିବାରୁ
ପୋଲିସ ଅଧିକାରୀ ଅମିତାଭ ମହାପାତ୍ର ହାଜର ହୋଇଛନ୍ତି। ସେହିପରି ଭର୍ତ୍ତୃହରି ମହତାବ ଓକିଲଙ୍କ ଜରିଆରେ ହାଜର ହୋଇଛନ୍ତି। ୨୦୧୧ରେ ଅମିତାଭ ଓ ମହତାବଙ୍କ ମଧ୍ୟରେ ବିବାଦ ହୋଇଥିଲା। ଭର୍ତ୍ତୃହରି ଅମିତାଭଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri