ଯୁବତୀଙ୍କୁ ପ୍ରତାରଣା କରି ପୋଲିସ ଅଧିକାରୀ ଗିରଫ

ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧) ରୁଜୁ ହୋଇଛି ।

ସୂଚନା ଅନୁଯାୟୀ, ଧର୍ମଶାଳା ଥାନା ଅଞ୍ଚଳର ଯୁବତୀଙ୍କ ସହିତ ଜଣେ ପୋଲିସ କର୍ମଚାରୀଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ସେ ସମ୍ପୃକ୍ତ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଥିଲେ। ହେଲେ ପରବର୍ତ୍ତୀ ସମୟରେ ବିବାହ କରିବାକୁ ମନା କରି ଦେବାରୁ ଯୁବତୀ ଜଣକ ଏସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ପୋଲିସ ସୁକିନ୍ଦା ଥାନା ଅଞ୍ଚଳର ଶ୍ୟାମସୁନ୍ଦର କିସ୍କୋଙ୍କୁ ରବିବାର ଗିରଫ କରିଛି। ସେ କିଛି ମାସ ତଳେ ଧର୍ମଶାଳା ଥାନା ଜାରକା ବିଟ୍‌ ହାଉସରେ କାମ କରୁଥିବା ବେଳେ ସମ୍ପୃକ୍ତ ଯୁବତୀଙ୍କ ସହିତ ସମ୍ପର୍କ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରେ ହେମଘର ଶୈବପୀଠ

କେନ୍ଦୁଝର, ୮ା୭ (ସ୍ବ.ପ୍ର.)-ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚୟତର କାଦଗଡ ଗ୍ରାମ ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟମୟ ପରିବେଶ ମଧ୍ୟରେ ହେମଘର ପାହାଡ଼। ଜଙ୍ଗଲ ଓ ପାହାଡ...

୫-ଟି ପାଇଁ ଆନୁଷଙ୍ଗିକ ଭିତ୍ତିଭୂମି ପ୍ରସ୍ତୁତ କର

ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ‘୫-ଟି’ର ସମୀକ୍ଷା ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ...

ପୋଖରୀରେ ବୁଡ଼ିଗଲେ ୨ ଶିଶୁ

ବୈପାରିଗୁଡ଼ା,୫ା୧୧ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ଥାନା ଅଧୀନ ରାମଗିରି ଫାଣ୍ଡି ମାଠପଡା ପଞ୍ଚାୟତର ଗଇପଦର ଗ୍ରାମରେ ଶୁକ୍ରବାର ପୋଖରୀରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ...

ଓକିଲ, ମୋହରିର, ଅଭିଯୁକ୍ତଙ୍କଠାରେ କରୋନା ପଜିଟିଭ୍‌: ପୁରୀ କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ ବିଶୋଧନ

ପୁରୀ ଅଫିସ,୧୮ା୬ : ପୁରୀ ଜିଲା ସିଭିଲ୍‌ କୋର୍ଟ ପରିସରରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ବୁଧବାର...

ପୁଅର ଠେଙ୍ଗା ମାଡରେ ମା’ର ଜୀବନ ଗଲା

ଭଞ୍ଜନଗର୮।୧୦(ଡି.ଏନ.ଏ.): ପୁଅର ଠେଙ୍ଗା ମାଡରେ ମା’ ମୃତ। ଗଞ୍ଜାମ ଜଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗଜାପଦର ଗ୍ରାମରେ ଶୁକ୍ରବାର ରାତିରେ ଏଭଳି ଏକ ଅଘଟଣ ଘଟିଛି।...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୧,୯୪୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ପ୍ରଚାରର ଶେଷ ଦିନ : କଳାହାଣ୍ଡିରେ ବିଜେଡିର ରୋଡ ଶୋ’

କେସିଙ୍ଗା,୨୨।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ୨୪ରେ ହେବାକୁ ଥିବା ବେଳେ ମଙ୍ଗଳବାର ପ୍ରଚାରର ଶେଷ ଦିନ। ଶେଷ ଦିନରେ କଳାହାଣ୍ଡି ଜିଲା କେସିଙ୍ଗାରେ ପ୍ରଚାରକୁ ଜୋରଦାର କରାଯାଉଛି।...

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏ...

Advertisement
Archives

Model This Week