ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି ଗୋଟିଏ ଜିଲାରେ ମଧ୍ୟ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ । ତେବେ ଯେଉଁମାନେ ଗୋଟିଏ ସ୍ଥାନରେ ଅଧିକ ସମୟ ରହିଛନ୍ତି ସେହି ଅଫିସରମାନଙ୍କ ତଥ୍ୟ ମାଗିଛନ୍ତି ସରକାର । ସବୁ SP ଓ କମିଶନରେଟ ପୋଲିସର DCPଙ୍କୁ ତଥ୍ୟ ମଗାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri