ନିଶାଙ୍କ ଅଶ୍ଳୀଳ ନୃତ୍ୟରେ ମସ୍‌ଗୁଲ ପୋଲିସ ବାବୁ, ଭିଡିଓ ଭାଇରାଲ ପରେ…

ବଲାଙ୍ଗୀର,୧୬ା୧(ସୁନିଲ କୁମାର ମହାନ୍ତି): ଚନ୍ଦନଭାଟି ଗାଁ ଅପେରା ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା। ତେବେ ଏହି ଅଶ୍ଳୀଳକୁ ଖୋଦ୍‌ ପୋଲିସ ବାବୁ ବସି ଦେଖୁଥିଲେ। ନିଶା ମହାରାଣାଙ୍କ ଷ୍ଟେଜ ଶୋ’ ତଳେ ରହି ହସି ହସି ମଜା ଉଠାଉଥିଲେ ଚନ୍ଦନଭାଟି ଫାଣ୍ଡି ଅଧିକାରୀ। ଏହି ଭିଡିଓ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛି ଏବେ ବଲାଙ୍ଗୀର ପୋଲିସ ଓ ସମ୍ପୃକ୍ତ ପୋଲିସ ବାବୁ। ଗତକାଲି ଏହି ମାମଲାରେ ପୋଲିସ ଆୟୋଜକ କମିଟିର ଦୁଇ ଜଣଙ୍କୁ ଗିରଫ କରିଥିଲା। ଏବେ ପୋଲିସ ବାବୁଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ହେଉଛି ତା’ ଉପରେ ଲୋକଙ୍କ ନଜର ରହିଛି।

ଗତକାଲିଠୁ ବଲାଙ୍ଗୀର ପୋଲିସର ଏକ ଟିମ୍ ଭୁବନେଶ୍ୱରରେ ନିଶାଙ୍କ ସନ୍ଧାନରେ ରହିଛି। ହେଲେ ନିଶା ପୋଲିସକୁ ଚକମା ଦେଇ ଏବେ କେଉଁଠି ତାହା ଜଣାପଡ଼ିନି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଛତ୍ରପୁର ମହୋତ୍ସବ: ମନ ଜିଣିଲେ ଅଙ୍କିତା-ପ୍ରଜ୍ଞା-ସଚିନ

ଛତ୍ରପୁର,୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପାଞ୍ଚଦିନଧରି ମହାଆଡମ୍ବରରେ ଚାଲିଥିବା ଛତ୍ରପୁର ମହୋତ୍ସବ ଶେଷ ହୋଇଛି। ଶେଷ ଦିନ…

ଛତ୍ରପୁରରେ ମହୋତ୍ସବ, ଗଞ୍ଜାମ ସହରରେ କେବେ? ପ୍ରଶାସନ-ରାଜନେତାଙ୍କ ଇଛା ଶକ୍ତି ଅଭାବ ପରିଲକ୍ଷିତ

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ହେଡ଼କ୍ୱାର୍ଟର ଛତ୍ରପୁର ଷ୍ଟାଡିୟମଠାରେ ପାଞ୍ଚ ଦିନ ଧରି ଛତ୍ରପୁର ମହୋତ୍ସବ ୨୦୨୬ ଅନୁଷ୍ଠିତ ହୋଇଥିଲା l ଏହା ଶୁକ୍ରବାର ସନ୍ଧ୍ୟାରେ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ଶଗଡ଼କୁ ଧକ୍କା ଦେଇ ଫେରାର ଥିବା ହାଇୱା ଚାଳକ ଶେଷରେ ଗିରଫ; ସାନଖେମୁଣ୍ଡି କୋର୍ଟକୁ ପଠାଇଲା ପୋଲିସ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଏଏସଆଇ ସୁଧୀର ନାୟକ ଶୁକ୍ରବାର ବ୍ରହ୍ମପୁର ବଡ ବଜାର ଥାନା ଜଗନ୍ନାଥ ବିହାର ୭ ମ ଲେନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri