Posted inଜାତୀୟ

ଦୀପାବଳି ପାଇଁ ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୪ ।୧୧: ଦୀପାବଳି ଅବସରରେ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣକୁ ନଜରରେ ରଖି ହାଇ ଆଲର୍ଟ ଜାରି କରାଯାଇଛି । ଏହାକୁ ନେଇ ଦିଲ୍ଲୀ ପୋଲିସ ବି ସଜାଗ ହୋଇଯାଇଛି । ପୋଲିସ ଦ୍ୱାରା ଭିଡ ସ୍ଥାନର ଯାଞ୍ଚ କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ଗୁଇନ୍ଦା ସଂସ୍ଥା ଦ୍ୱାରା ଆତଙ୍କବାଦୀ ଆକ୍ରମଣ ଯୋଜନା ଥିବା କଥା ସୂଚନା ମିଳିବା ପରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ଗୁଇନ୍ଦା ସଂସ୍ଥା କହିଛି ଆତଙ୍କବାଦୀମାନେ ଭିଡ ସ୍ଥାନରେ ଆକ୍ରମଣ କରି ପାରନ୍ତି । ସୂଚନାଯୋଗ୍ୟ, ଏହା ପୂର୍ବରୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ୧୪ ସେପ୍ଟେମ୍ବରରେ ପାକିସ୍ତାନ ସ୍ଥିତ ଏକ ଆତଙ୍କବାଦୀ ସଂସ୍ଥାର ପର୍ଦ୍ଦା ହଟାଇବା ସହ ୭ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଥିଲା । ଯେଉଁମାନେ ଏହି ଉତ୍ସବ ସମୟରେ ଆକ୍ରମଣ ଯୋଜନା କରୁଥିଲେ । ଏବେବି ଏହି ଅଭିଯୁକ୍ତମାନେ ପୋଲିସ ହାଜତରେ ରହିଛନ୍ତି । ଦେଶର ଗୁଇନ୍ଦା ସଂସ୍ଥାକୁ ପୂର୍ବରୁ ଖବର ମିଳିଥିଲା କି ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଆଇଏସ୍ ଉତ୍ସବ ସମୟରେ ଦେଶରେ ଆକ୍ରମଣ ଯୋଜନା କରୁଛି । ଏହାକୁୁ ନେଇ ରାଜଧାନୀ ଦିଲ୍ଲୀର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଲାଗି ଘୋଡ଼ା ବେପାର ଆରମ୍ଭ: କଂଗ୍ରେସ ବିଧାୟକଙ୍କୁ ୨୫ କୋଟି ଅଫର୍‌

ଭୋପାଳ,୪।୩: ରାଜ୍ୟ ସଭା ନିର୍ବାଚନ ୨୬ରେ ହେବାକୁ ଥିବାବେଳେ ଏନେଇ ଘୋଡ଼ା ବେପାର ଆରମ୍ଭ ହୋଇଥିବା ଜଣାପଡ଼ିଛି। ମଧ୍ୟପ୍ରଦେଶର କଂଗ୍ରେସ ବିଧାୟକ ବୈଜନାଥ କୁଶଓ୍ବାହ ଭାଜପା...

ସର୍ବାଧିକ ଆୟକର ଦେଲେ ଧୋନୀ: ପୈଠ କଲେ ୨୮ କୋଟି

ରାଞ୍ଚି,୨୬।୨: କ୍ରିକେଟ ପଡ଼ିଆରେ ହେଲିକପ୍ଟର ସଟ୍‌ ମାରି ପ୍ରଂଶସକଙ୍କୁ ରୋମାଞ୍ଚିତ କରୁଥିବା ମହେନ୍ଦ୍ର ସିଂ ଧୋନୀ ଏବେ ସର୍ବାଧିକ ଆୟକର ଦାଖଲ କରି ଚର୍ଚ୍ଚାରେ ରହିଛନ୍ତି।...

ପୋଲାଣ୍ଡ ସୀମାକୁ ଫେରିଲେ ୟୁକ୍ରେନ୍ ଗୁଳିମାଡରେ ଆହତ ଭାରତୀୟ ଛାତ୍ର

କ୍ୱିଭ/ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି । ତେବେ କିଛିଦିନ ପୂର୍ବରୁ ଭାରତ...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି:ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ,୭ା୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ।...

ବିଷ ପିଇଥିବା ମହିଳାଙ୍କ ପାଟିରୁ ବାହାରିଲା ନିଆଁ: ଆଶ୍ଚର୍ଯ୍ୟ ହେଲେ ଡାକ୍ତର

ଆଲିଗଡ଼,୧୭।୫: ଆଲିଗଡ ମୁସଲିମ ୟୁନିଭର୍ସିିଟିର ଜେଏନ୍‌ ମେଡିକାଲ କଲେଜରେ ଗତ ବୁଧବାର ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା। ଜଣେ ମହିଳା ବିଷ...

ନୀତିଶଙ୍କୁ ଜେଲ୍‌ ପଠାଇଦେବାକୁ ଧମକ ଦେଲେ ଚିରାଗ

ପାଟନା,୨୫।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭୋଟରଙ୍କୁ ହାତେଇବା ପାଇଁ ସମସ୍ତ ଦଳ ଉଦ୍ୟମ କରୁଛି। ରବିବାର ଏକ ରାଲିରେ ପ୍ରଚାର...

ମଙ୍ଗଳବାର ମହାରାଷ୍ଟ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ

ମୁମ୍ବାଇ,୮।୮: ମହାରାଷ୍ଟ୍ରରେ ନାଟକୀୟ ଢଙ୍ଗରେ ଭାଜପା ଓ ଶିବସେନାର ବିଦ୍ରୋହୀ ମେଣ୍ଟ ସରକାର ଗଠନ ହୋଇଛି। ଏହି ସରକାର ଗଠନକୁ ଏକ ମାସ ବିତି ଗଲାଣି...

ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ ସରୁନି ଅପେକ୍ଷା

ରାୟପୁର,୧୨।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ନୂଆ ଷ୍ଟ୍ରେନ୍‌ ଦ୍ରୁତି ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ଓ...

Advertisement
Archives

Model This Week