ଝରାଫୁଲକୁ ନେଇ ଯାଇଥିବା ସ୍କୁଟି ଜବତ

ଯାଜପୁର ଅଫିସ୍‌, ୪।୨: ବହୁଚର୍ଚ୍ଚିତ ରମାଦେବୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁକୁ ଆଜି ୯ ଦିନ ପୂରିଛି। ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁ ଉପରୁ ପରଦା ହଟିପାରି ନାହିଁି। ଝରାଫୁଲଙ୍କୁ ମୃତଦେହକୁ ଯେଉଁ ସ୍କୁଟିରେ ବସାଇ ଯାଜପୁର ନିଆଯାଇଥିଲା ସେହି ସ୍କୁଟି ପୋଲିସ ଗୁରୁବାର ଜବତ କରିଛି। ଏହି ସ୍କୁଟିଟି ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶ ସ୍ବାଇଁଙ୍କର ବୋଲି ଜଣାପଡିଛି। ଗତ ବୁଧବାର ଭୁବନେଶ୍ୱରରେ ସିନ୍‌୍‌ ରିକ୍ରିଏସନ୍‌ବେଳେ ପୋଲିସକୁ ରାକେଶ ସ୍କୁଟି ବିଷୟରେ ସୂଚନା ଦେଇଥିଲେ। ଫଳରେ ଯାଜପୁର ପୋଲିସ ଏକ ବୁଦା ମୁଳର ସ୍କୁଟି ଜବତ କରିଛି। ସୂଚନାଯୋଗ୍ୟ,ପୋଲିସ ଏହି ଘଟଣାରେ ରାକେଶଙ୍କୁ ଗିରଫ କରି ୩ ରିମାଣ୍ଡରେ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?