ବୁଲେଟ୍‌ରୁ ସାଇଲେନ୍ସର ଖୋଲିଲା ପୋଲିସ,୧.୩୮ଲକ୍ଷ ଜରିମାନା

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡା ସହରରେ ଦ୍ରୁତଗତିରେ ଚଳାଚଳ କରୁଥିବା ୯ ବୁଲେଟ୍‌କୁ ଟାଉନ ଥାନା ପୋଲିସ ଧରି ଏଥିରେ ଲାଗିଥିବା ମାତ୍ରାଧିକ ଶବ୍ଦ ପ୍ରଦୂଷଣକାରୀ ସାଇଲେନ୍ସରକୁ ଖୋଲିଦେଇଛି। ପୋଲିସ ଧରିଥିବା ସମସ୍ତ ବୁଲେଟ୍‌ ଆର୍‌ଟିଓଙ୍କୁ ଜିମାଦେଲା ପରେ ଚାଳକଙ୍କ ନିକଟରୁ୧ଲକ୍ଷ ୩୮ହଜାର ଟଙ୍କା ଜରିମାନା ଅସୁଲ କରାଯାଇଛି। ସୂଚନାଯୋଗ୍ୟ, କିଛିଦିନ ହେଲା କେତେକ ବୁଲେଟ୍‌ ଚାଳକ ଗାଡିରେ ଭିନ୍ନଧରଣର ସାଇଲେନ୍ସର ଲଗାଇ ସହର ପ୍ରଦୂଷଣ କରି ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରୁଥିଲେ। ଏହି ଘଟଣା ଏସ୍‌ପି ରାହୁଲ ଜୈନଙ୍କ ଦୃଷ୍ଟିକୁ ଆସିବା ପରେ ତାଙ୍କ ନିର୍ଦ୍ଦେଶକ୍ରମେ ଟାଉନ ଥାନା ଆଇଆଇସି ସାବିତ୍ରୀ ବଳଙ୍କ ନେତୃତ୍ୱରେ ଏକ ପୋଲିସ୍‌ ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ସହରର ବିଭିନ୍ନ ସ୍ଥାନରେ ଯାଞ୍ଚକରି ବୁଲେଟ୍‌ଗୁଡିକୁ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୭ କରୋନା ଆକ୍ରାନ୍ତ: ଓୟୁଏଟି କଲୋନୀରୁ ସର୍ବାଧିକ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜଧାନୀରେ ହୁ ହୁ ହୋଇ ମାଡ଼ିଚାଲିଛି କରୋନା। ମଙ୍ଗଳବାର ପୁଣି ଭୁବନେଶ୍ୱରରୁ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୫ କ୍ୱାରାଣ୍ଟାଇନ୍‌ର ଥିବା ବେଳେ...

ତ୍ୱରାନ୍ବିତ ହେବ ଉପଖଣ୍ଡ ଉନ୍ନୟନ

ମାଧପୁର/ ଆଠମଲ୍ଲିକ,୧୭ା୨ – ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନକୁ ରାଜ୍ୟ ସରକାର ଦ୍ୱିଗୁଣିତ କରିଛନ୍ତି। ଏଥିସହ ପରିଷଦ ଅଧୀନରେ ଆସୁଥିବା ୧୦...

ଶ୍ରୀମନ୍ଦିର ଚୂଡ଼ାରେ ଚଢ଼ିଗଲେ ପୂଜକ

ପୁରୀ ଅଫିସ,୫ା୧୦: ବୁଧବାର ଅପରାହ୍ନରେ ଶ୍ରୀମନ୍ଦିର ଚୂଡ଼ାରେ ଅଗ୍ନିଶ୍ୱର ମହାଦେବଙ୍କ ପୂଜକ ଚନ୍ଦ୍ରଶେଖର ପଣ୍ଡା ଚଢ଼ିଯାଇଥିଲେ। ସେ ନୀଳଚକ୍ର ବାନା ଲାଗୁଥିବା ସ୍ଥାନକୁ ଚଢ଼ି ଯାଇଥିଲେ।...

ରାସ୍ତାରେ ଆମ୍ବୁଲାନ୍ସ ରଖି ଆତ୍ମହତ୍ୟା କଲେ ଡ୍ରାଇଭର

ନରସିଂହପୁର,୧୯ା୬(ଡି.ଏନ୍‌.ଏ.): କଟକ ଜିଲା କାନପୁର ଥାନା ଅଞ୍ଚଳରେ ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି...

ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା

ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି...

ଅସ୍ଥାୟୀ ଶିବିର ସମ୍ମୁଖରେ ୧୪୪ଧାରା ଜାରି

ଖଇରା,୧୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ବିଭିନ୍ନ ଅସ୍ଥାୟୀ ଚିକିତ୍ସା ଶିବିର ଆଗରେ ଭିଡ ଉପରେ କଟକଣା ଲଗାଇବାକୁ ପ୍ରଶାସନ ପକ୍ଷରୁ ଶନିବାର ଠାରୁ ୧୪୪ଧାରା ଜାରି...

ବିହାରୀ ମଦ ଭାଟିରେ ମାଓବାଦୀଙ୍କ ତାଣ୍ଡବ

କୋରାପୁଟ ଅଫିସ/ଜୟପୁର(ନି.ପ୍ର.), ୧୦।୮: କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ହନୁମାନ ମନ୍ଦିର ନିକଟ ତଥା ଡୁମୁରିଗୁଡା ଗଁ।ରେ ଶୁକ୍ରବାର ମାଓବାଦୀଙ୍କ ଉନ୍ମତ କାଣ୍ଡ ଭିଆଇଛନ୍ତି।...

ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ

ଛତ୍ରପୁର, ୨୮।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି...

Advertisement
Archives

Model This Week