ପୋଲିସ ପକ୍ଷରୁ ଜଳଛତ୍ର ଖୋଲିଲା

ଛତ୍ରପୁର,୧ା୪(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଜିଲା ସଦର ମହକୁମା ଛତ୍ରପୁରକୁ ବିଭିନ୍ନ ଅଫିସ କାର୍ଯ୍ୟ ପାଇଁ ଲୋକେ ଆସିଥାନ୍ତି। ବର୍ତ୍ତମାନ ଗ୍ରୀଷ୍ମର ପ୍ରକୋପ ବଢ଼ୁଥିବା ବେଳେ ପିଇବା ପାଣି ଟୋପେ ପାଇଁ ଲୋକଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଆରଇ କାର୍ଯ୍ୟାଳୟ ଭିଆଇପି ରୋଡ଼ରେ ଏକ ଜଳଛତ୍ର ଖୋଲାଯାଇଛି। ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ ପାତ୍ର ଏହାକୁ ଉଦ୍‌ଘାଟନ କରିଥିଲେ। ଜଳଛତ୍ରରେ ଜଣେ ପୋଲିସ କର୍ମଚାରୀ ନିୟୋଜିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ତାଲୁକ ଆଇନ ସହାୟତା କମିଟି ପାଳିଲା…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶୁକ୍ରବାର ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି।…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ…

ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ…

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri