ଆନ୍ଦୋଳନ ଭୟ: ପୋଲିସ ରାତି ଅଧିଆ ଚାଷୀନେତାଙ୍କୁ ଉଠାଇ ନେଇ…

ବରଗଡ଼/ଅତାବିରା,୧୪ା୧୧(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର ): ଧାନ ବିକ୍ରି ପଞ୍ଜୀକରଣ ଦାବିରେ ଗତ ୧୦ତାରିଖରୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଧାରଣା ଚାଲିଛି। ଚାଷୀମାନେ ନିଜର ହକ୍‌ ଦାବିରେ ଶୀତ, କାକର ସହି ଅହୋରାତ୍ର ଧାରଣାରେ ବସିଛନ୍ତି।

ଅନ୍ୟପଟେ ଶୁକ୍ରବାର ଅପରାହ୍ନ ୩ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ବୈଠକ ପୂର୍ବରୁ ପୋଲିସ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର ଏବଂ କୋଶଲ ସେନାର ବୀରବଲ ମହାକୁଡ଼ଙ୍କୁ ଗୁରୁବାର ରାତି ଅଧିଆ ଉଠାଇ ନେଇ ସେମାନଙ୍କୁ ଅଟକ ରଖିଛି।

ପ୍ରକାଶ ଥାଉକି, ଗତ ୧୦ ତାରିଖ ଧାନ ସଂଗ୍ରହ କମିଟି ବୈଠକ ବସିବାର ଥିଲା। ମାତ୍ର ନୂଆପଡ଼ା ଉପନିର୍ବାଚନର ଆଦର୍ଶ ଆଚରଣ ବିଧି ଆଳ ଦେଖାଇ ବୈଠକକୁ ବାତିଲ କରି ଦିଆଯାଇଥିଲା।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri