ପଞ୍ଜୀକରଣ ନୂଆ ନୀତିକୁ ବିରୋଧ, ଚାଷୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୪ା୮(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ୍‌ ଋତୁରେ ଧାନ ବିକ୍ରି ପାଇଁ ସରକାରଙ୍କ ନୂତନ ପଞ୍ଜୀକରଣ ନୀତିକୁ ନେଇ ବିରୋଧ ଜୋର୍‌ ଧରିଛି। ଏହି କ୍ରମରେ ଗୁରୁବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ରାସ୍ତାରୋକୋ ଡାକରା ଦେଇଥିଲା। ଅନେକ ଚାଷୀ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ପଁରାପାଟ ମନ୍ଦିର ଆଗରେ ଜାତୀୟ ରାଜପଥ ଅବରୋଧ କରିଥିବାବେଳେ ଆହୁରି ଅନେକ ଚାଷୀ କଲାପାଣି ମଣ୍ଡିରେ ଏକାଠି ହୋଇଥିଲେ। ତେବେ ପୋଲିସ ସେଠାରେ ପହଞ୍ଚି ସମସ୍ତ ଚାଷୀଙ୍କୁ ଉଠାଇ ନେଇଛି। ସେହିପରି ପୁଣି ସମ୍ଭାବ୍ୟ ଆନ୍ଦୋଳନକୁ ଦୃଷ୍ଟିରେ ରଖି ପୋଲିସ ବିଭିନ୍ନ ସ୍ଥାନରେ ପଇଁତରା ମାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

‘କର୍ମ  ହିଁ ମାନବ ଜୀବନର ମାନଦଣ୍ଡ’: ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ…

ଦିଗପହଣ୍ଡି,୩୦|୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଚୁଡୁଙ୍ଗପୁର ଗ୍ରାମ ସ୍ଥିତ ପିଏମଶ୍ରୀ ସାନଖେମୁଣ୍ଡି ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଗୁରୁବାର ସାନଖେମୁଣ୍ଡି…

ବରଗଡ଼ରେ ଜିଲା ନୋଡାଲ ଅଧିକାରୀ: ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ମାଇନିଂ କର୍ପୋରେସନ ଏବଂ ଇସ୍ପାତ ଓ ଖଣି ବିଭାଗର ପରିଚାଳନା ନିର୍ଦ୍ଦେଶକ ତଥା ବରଗଡ଼ ଜିଲା ନୋଡାଲ ଅଧିକାରୀ ସୁଧାଂଶୁ ମୋହନ ସାମଲ…

କାଳବୈଶାଖୀ ମାଡ଼ରେ ଯାତ୍ରା ଫିକା, ବିଧାୟକଙ୍କ ଦ୍ୱାରା ‘କବି ସମ୍ରାଟ ରଙ୍ଗମଞ୍ଚ’ ଉଦଘାଟିତ

ଭଞ୍ଜନଗର,୩୦/୪(ବାବୁଲା ପ୍ରଧାନ)-ପୂର୍ବ ଯାତ୍ରା ଅପେକ୍ଷା ଚଳିତ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri