ମାଝୀଗୁଡ଼ା ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୪ ଗିରଫ, ଜବତ ହେଲା…

​କଲ୍ୟାଣସିଂହପୁର, ୨୬।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ମାଝୀଗୁଡ଼ା ନିକଟରେ ଚାଲିଥିବା ଏକ ବେଆଇନ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୪ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି । ଏଥିସହ ଘଟଣାସ୍ଥଳରୁ ନଗଦ ଟଙ୍କା ଓ ବାଇକ୍ ସମେତ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି ।
​ସୂଚନା ଅନୁଯାୟୀ, ମାଝୀଗୁଡ଼ା ଅଞ୍ଚଳରେ କିଛି ବ୍ୟକ୍ତି ଏକାଠି ହୋଇ ବେଆଇନ ଭାବେ ବଡ଼ ଧରଣର ଜୁଆ ଖେଳ ଚଳାଇଥିବା ନେଇ ପୋଲିସକୁ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଖବର ପାଇ ପୋଲିସର ଏକ ସ୍ୱତନ୍ତ୍ର ଟିମ୍ ଉକ୍ତ ସ୍ଥାନରେ ଅତର୍କିତ ଚଢ଼ାଉ କରି ୪ ଜଣଙ୍କୁ କାବୁ କରିଥିଲା। ପୋଲିସ ସେମାନଙ୍କ ନିକଟରୁ ନଗଦ ୫,୮୧୦ ଟଙ୍କା, ତାସ୍ ପତା, ୪ଟି ମୋଟରସାଇକେଲ ଏବଂ ୩ଟି ମୋବାଇଲ୍ ଫୋନ୍ ଜବତ କରିଛି।
​ଏ ନେଇ କଲ୍ୟାଣସିଂହପୁର ଥାନାରେ ଓପିଜି ଆକ୍ଟର ଧାରା ୩ ଅନୁଯାୟୀ କେସ୍ ନଂ ୧୫୪/୨୬ (ତା ୨୫।୧୦।୨୦୨୬)ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଅଜିତ ପରିଡ଼ା ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ହଜାର କୋଟି ଟଙ୍କାର ଫିଲ୍ମ କରିବାକୁ ଏମିତି ପନ୍ଥା ଆପଣାଇଥିଲେ ସାଇ ପଲ୍ଲବୀ: ଖୋଲିଲେ ସିକ୍ରେଟ୍‌

ନୂଆଦିଲ୍ଲୀ,୨୬।୧୦: ପାଖାପାଖି ୪ ହଜାର କୋଟି ବଜେଟ୍‌ରେ ନିର୍ମିତ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ମାତା ସୀତାଙ୍କ ଚରିତ୍ରରେ ନଜର ଆସିବେ ଅଭିନେତ୍ରୀ ସାଇ ପଲ୍ଲବୀ। ଏହି ଭୂମିକାକୁ…

ଖବର ପ୍ରସାରଣ ପରେ ତପନଙ୍କୁ ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ବଞ୍ଚୋ,୨୬।୧୦(ପ୍ରଦୋଷ ବିଶ୍ୱାଳ ): ଗରିବ ଶ୍ରମିକ ତପନ କୁମାର ବରାଳଙ୍କ ଦୁର୍ଦ୍ଦଶା ସମ୍ପର୍କିତ ଖବର ପ୍ରସାରଣ ପରେ ତାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଆନନ୍ଦପୁର ଉପଜିଲାପାଳ ନୀଳମାଧବ…

ବଲାଙ୍ଗୀର ପାଇଁ ଗର୍ବ: ରଣଜୀ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି, ବିଧାୟକ କହିଲେ….

ବଲାଙ୍ଗୀର,୨୬।୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି ରଣଜୀ କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି । ଏହା ବଲାଙ୍ଗୀର ଜିଲା ପାଇଁ…

ଏକାଠି ହେଲେ ୪ କ୍ୟାଡର ଅଧିକାରୀ, ୫ ଦଫା ଦାବିରେ ଜିଲାପାଳଙ୍କୁ ଦାବିପତ୍ର

ଖୋର୍ଦ୍ଧା,୨୬।୧୦(ପ୍ରଭାତ ପାଣିଗ୍ରାହୀ): ଦରମାରେ ସଂଶୋଧନ, ପଦୋନ୍ନତିର ସୁଯୋଗ, କ୍ଷେତ୍ର ପରିଦର୍ଶନ ପାଇଁ ଯାତାୟାତ ସୁବିଧା ସମେତ ୫ଦଫା ଦାବି ନେଇ ନିଖିଳ ଓଡ଼ିଶା ବ୍ଲକ ସମ୍ପ୍ରସାରଣ ଅଧିକାରୀ…

ବାବେବିରା ଗାଁରେ ଶୋକର ଛାୟା, ମଳୟଙ୍କ ପରିବାରକୁ ଭେଟିଲେ ଦୂତୀ ଚାନ୍ଦ

ଅତାବିରା,୨୬।୧୦(ଯୁଧିଷ୍ଠିର ମହାପାତ୍ର ): ଯେଉଁ ମାଟିରେ ଦିନେ ଖେଳି ଖେଳି ବଡ଼ ହେବାର ସ୍ୱପ୍ନ ଦେଖିଥିଲେ, ସେହି ମାଟି ଆଜି ତା’ର ସୁନାପୁଅକୁ ହରାଇ ସ୍ତବ୍ଧ ।…

୫୪ ବର୍ଷରେ ପହଞ୍ଚିଲା ବଡ଼ଗାଁ ଗଜଲକ୍ଷ୍ମୀ ପୂଜା

ବଡ଼ଗାଁ.୨୬।୧୦(ଅଶୋକ ଷଡ଼ଙ୍ଗୀ ) ସୁନ୍ଦରଗଡ଼ ଜିଲା ବଡ଼ଗାଁ ଦେବ ମଣ୍ଡପସ୍ଥିତ ଲକ୍ଷ୍ମୀ ମଣ୍ଡପରେ ୫୪ ବର୍ଷ ହେଲା ଆନନ୍ଦ ଉଲ୍ଲାସରେ ହେଉଛି ମା’ ଗଜଲକ୍ଷ୍ମୀଙ୍କ ପୂଜା। ୧୯୭୨ରେ…

ଭାରତକୁ ଚେତାବନୀ ଦେଲା ଚାଇନା: ସୀମା ଉତ୍ତେଜନା ମଧ୍ୟରେ ବେଜିଂର ବଡ଼ ବୟାନ

ନୂଆଦିଲ୍ଲୀ,୨୬।୧୦: ଭାରତ ଓ ଚାଇନା ମଧ୍ୟରେ ସୀମାକୁ ନେଇ ଉତ୍ତେଜନା ମଧ୍ୟରେ ଚୀନ ପକ୍ଷରୁ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ସୀମାରେ ନିକଟରେ ଦୁଇ ଦେଶର…

କୀର୍ତ୍ତନ କଲେ ବିରୁଷ୍କା: ଟ୍ରେଣ୍ଡ୍‌ରେ ୧୩ ସେକେଣ୍ଡର ଭିଡିଓ ସୋସିଆଲ, ଦେଖନ୍ତୁ VIDEO

ମୁମ୍ବାଇ,୨୬।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ବିରାଟ କୋହଲି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଚର୍ଚ୍ଚାରେ। ମୁମ୍ବାଇରେ ଆୟୋଜିତ କୃଷ୍ଣ ଦାସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?