କିରାନା ଦୋକାନରେ ବିକୁଥିଲେ ବାଣ: ମାଡ଼ି ବସିଲା ପୋଲିସ

ବଲାଙ୍ଗୀର,୧୯।୧୦:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ସର୍କିଟ ହାଉସ ସଲେପାଲି ଛକଠାରୁ ନୂଆ ବସଷ୍ଟାଣ୍ଡ ରାସ୍ତାରେ କଡରେ ଥିବା ଏକ କିରନା ଦୋକାନରେ ବେଆଇନ ଭାବେ ବାଣ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଲାଙ୍ଗୀର ଟାଉନ ଥାନା ଆଇଆଇସି ଅବନୀ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଏକ ପୋଲିସ ଟିମ୍‌ ରବିବାର ରାତିରେ ଚଢାଉ କରିଥିଲା। ଚଢାଉ ବେଳେ ଅଧିକାରୀମାନେ ଦୋକାନରୁ ବେଆଇଭାବେ ବିକ୍ରି କରୁଥିବା ବାଣ ଜବତ କରିଥିଲେ। ଏପରିକି ପୋଲିସ ଦୋକାନକୁ ବନ୍ଦ କରିଥିବା ଜଣାପଡିଛି।

ଦୋକାନୀ ଜଣକ ଦୀର୍ଘ ବର୍ଷ ଧରି ବିନା ଲାଇସେନ୍ସରେ ବାଣ ବିକ୍ରି କରୁଥିବା ଜଣାପଡିଛି। ବଲାଙ୍ଗୀର ସହରରେ ଯେଉଁମାନେ ବେଆଇନ ଭାବେ ବାଣ ବିକ୍ରି କରୁଛନ୍ତି ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇଆଇସି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri