କାରାଗାରରେ ପୋଲିସର ଅତର୍କିତ ଚଢ଼ାଉ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର କାରାଗାର (ଜେଲ୍) ଗୁଡିକରେ ରବିବାର ସକାଳୁ ପୋଲିସ୍ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା। ବରଗଡ଼ ଏସପି ପି.ଏସ୍ ମୀନାଙ୍କ ତତ୍ତ୍ବାବଧାନରେ ବରଗଡ଼ କାରାଗାର ସମେତ ପଦ୍ମପୁର ଏବଂ ସୋହେଲା ଉପ କାରାଗାରରେ ଏହି ଚଢାଉ ହୋଇଥିଲା। ଚଢ଼ାଉରେ କାରାଗାର ଭିତରୁ ବିଭିନ୍ନ ତମାଖୁ ସାମଗ୍ରୀ ଅର୍ଥାତ୍ ଭାଙ୍ଗ, ବିଡି ଏବଂ ଦିଆସିଲି ଆଦି ଜବତ ହୋଇଛି। ଜବତ ସାମଗ୍ରୀକୁ ନଷ୍ଟ କରି ଦିଆଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri