Posted inଜାତୀୟ

ଦଳିତ ଯୁବତୀଙ୍କୁ ପୋଲିସର ଗଣବଳାତ୍କାର ପରେ ହତ୍ୟା

ଜୟପୁର, ୨୨ା୬ : ରାଜସ୍ଥାନର ବିକାନେର ଜିଲାରେ ଜଣେ ୨୦ ବର୍ଷୀୟା ଦଳିତ ଛାତ୍ରୀ କୋଚିଂ କ୍ଲାସ୍‌ ଯାଉଥିବାବେଳେ ତାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ୨ ଜଣ ପୋଲିସ କର୍ମଚାରୀଙ୍କ ସନ୍ଦେହଜନକ ଭୂମିକା ରହିଥିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଛି। ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କ ଧାରଣାରେ ଭାଜପା ନେତାମାନେ ସାମିଲ ହୋଇଛନ୍ତି। ଉତ୍ତେଜନା ଲାଗିରହିଥିବାରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛି। ମଙ୍ଗଳବାର ଅପରାହ୍ନରେ ଖଜୁଓ୍ବାଲା ଅଞ୍ଚଳରୁ ପୀଡ଼ିତାଙ୍କ ମୃତଦେହ ମିଳିଥିଲା। ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ଜଣେ ଯୁବକଙ୍କ ସହ ଖଜୁଓ୍ବାଲା ଥାନାର କନ୍‌ଷ୍ଟେବଲ ମନୋଜ ଏବଂ ଭଗିରଥଙ୍କ ବିରୋଧରେ ଏତଲା ଦାଏର କରିଛନ୍ତି। ଅନ୍ୟ କେତେଜଣଙ୍କ ଉପରେ ପରିବାର ସଦସ୍ୟ ସନ୍ଦେହ କରୁଥିବାବେଳେ ପୋଲିସ ସେମାନଙ୍କୁ ଖୋଜୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri