ଚୋରଙ୍କୁ ପଚରାଉଚରା ପରେ ଛାଡ଼ିଦେଲା ପୋଲିସ, ଗିରଫ ଦାବିରେ ତାତିଲେ ଲୋକେ

ବଲାଙ୍ଗୀର,୧୨ା୧(ସୁନିଲ କୁମାର ମହାନ୍ତି): ସଦର ଥାନା କୁଶମେଲ ପଞ୍ଚାୟତର ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଲୋକେ ପୋଲିସକୁ ଖବର ଦେଇବାରୁ ସଦର ପୋଲିସ ଚୋରମାନଙ୍କୁ ଥାନାକୁ ଆଣିଥିଲା ସତ ମାତ୍ର ପରେ ଛାଡ଼ିଦେଇଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ତେବେ ଏହାର ପ୍ରତିବାଦରେ ସୋମବାର ଶତାଧିକ ମହିଳା ପୁରୁଷ ଆସି ଏସ୍‌ପି ଅଫିସ ଘେରାଉ କରିବା ସହ ୫୭ ନଂ ରାଜ୍ୟ ରାଜପଥ ବଲାଙ୍ଗୀର-ପାଟଣାଗଡ଼ ସଦର ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି। ଅତିରିକ୍ତ ଏସ୍‌ପି ହିମାଂଶୁ ବେହେରା ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅବ୍ୟବସ୍ଥା, ବଢୁଛି ଚାଷୀ ଅସନ୍ତୋଷ

ରୁପ୍ରାରୋଡ,୧୨ା୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ବି ବ୍ଲକର ବିଭିନ୍ନ...

ବିଦ୍ୟାଳୟରେ ପଶି ଅଣଛାତ୍ରଙ୍କ ଆତଙ୍କରାଜ: ଆକ୍ରମଣରେ ଦୁଇ ଛାତ୍ର ଗୁରୁତର

ଗୋପାଳପୁର,୧୨।୧(ନବୀନରାଜ ଆଚାରୀ): ଗତ କିଛିମାସ ହେଲା ନାବାଳକମାନଙ୍କ ଆପରାଧୀକ କାର୍ଯ୍ୟକଳାପ ବଢ଼ିବାଛି। ସୋମବାର ମଧ୍ୟାହ୍ନରେ ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଫୁଲଟା ଗ୍ରାମସ୍ଥିତ ମା’ ନାରାୟଣୀ ଉଚ୍ଚ...

ଓଲଟିଲା ପୋଲ ବୋଝେଇ ଟ୍ରାକ୍ଟର: ଜଣେ ମୃତ, ୪ ଗୁରୁତର

କବିସୂର୍ଯ୍ୟନଗର,୧୨ା୧ କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଆଠଗଡ଼ ପାଟଣା ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ରାସ୍ତାରେ ଏକ ଇଲେକ୍ଟ୍ରି ପୋଲ ବୋଝେଇ...

ଅଧାରୁ କ୍ରିଜ୍ ଛାଡି ପଳାଇବାକୁ ରିଜୱାନଙ୍କୁ କହିଲା ଟିମ୍, ବିଗ୍ ବ୍ୟାଶ୍ ଲିଗ୍‌ରେ ପ୍ରଥମ ଘଟଣା

ନୂଆଦିଲ୍ଲୀ,୧୨।୧: ବିଗ୍ ବ୍ୟାଶ୍ ଲିଗ୍‌ରେ ସୋମବାର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ମେଲବର୍ଣ୍ଣ ରେନେଗେଡ୍‌ସ ଏବଂ ସିଡନୀ ଥଣ୍ଡର ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ପାକିସ୍ତାନୀ...

୧୩ରେ ନବରଙ୍ଗପୁରରେ ହେବ ୧୨ ଘଣ୍ଟିଆ ବନ୍ଦ ପାଳନ

ନବରଙ୍ଗପୁର,୧୨।୧ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଧାନମଣ୍ଡିର ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବିଜେଡି। ଜିଲା ବିଜେଡି ସଭାପତି ମନୋହର ରନ୍ଧାରୀ ଭାଜପା ସରକାରଙ୍କ...

ଆଜି ୫ ମହିଳାଙ୍କୁ ଗାଡି ଚାବି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଏହି ଯୋଜନାରେ ମହିଳାଙ୍କୁ କାର୍‌ ଦେଉଛନ୍ତି ସରକାର

ଭୁବନେଶ୍ୱର,୧୨।୧: ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥି ମଧ୍ୟରୁ ପ୍ରାୟ ୫,୬୩୦...

ଦାଉ ସାଧୁଛନ୍ତି ମିଲର: ସରକାରଙ୍କ ହସ୍ତକ୍ଷେପ ପରେ ବି ଉଠୁନି ଧାନ 

ଛତ୍ରପୁର,୧୨।୧(ଦିଲ୍ଲୀପ ସାମଲ): ଧାନ ମଣ୍ଡିରେ ଅଚଳବସ୍ଥା। ଧାନମଣ୍ଡି ଖୋଲାଯାଇଛି ସତ ମାତ୍ର  ହେଲେ ମିଲର ଧାନ ନେଉନି । ପୂର୍ବ ସରକାର ଅପେକ୍ଷା ଅଧିକ କଟନୀ...

ବାଥରୁମରେ ଦୁଇଥର ବେହୋସ ହୋଇଗଲେ ପୂର୍ବତନ ଉପରାଷ୍ଟ୍ରପତି, AIIMSରେ ଭର୍ତ୍ତି

ନୂଆଦିଲ୍ଲୀ,୧୨ା୧: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ ସପ୍ତାହରେ ଦୁଇଥର ଅଚେତ ହେବା ପରେ ସୋମବାର ଦିଲ୍ଲୀର ଅଖିଳ ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri