ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ଶନିବାର ପୂର୍ବାହ୍ନରେ ରାସ୍ତାରୋକୋ କରିଥିଲେ।

ସୂଚନାନୁଯାୟୀ, ଶୁକ୍ରବାର ରାତିରେ ବିଦେଇପୁର ଅଞ୍ଚଳର ୭ର ୮ ଜଣ ଯୁବକ ୩୩ କେଭି ବିଦ୍ୟୁତତାରକୁ କାଟିବାବେଳେ ଗ୍ରାମବାସୀ ଦୁଇ ଜଣଙ୍କୁ କାବୁ କରି କସିଆ ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ଗ୍ରାମବାସୀଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଅଟକ ରଖିଥିବା ବେଳେ ଚୋରି ଅଭିଯୁକ୍ତଙ୍କୁ ରାତିରେ ଛାଡ଼ି ଦେଇଥିଲେ, ଯାହାକୁ ନେଇ ଗ୍ରାମବାସୀ ରାସ୍ତାରୋକୋ କରିଥିଲେ। ଖବର ପାଇ କସିଆ ସାମୁଦ୍ରିକ ଥାନାଧିକାରିଣୀ ସୁଜାତା ଖମାରି ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରି ଅଟକ ଯୁବକ ଦୁଇ ଜଣଙ୍କୁ ଛାଡ଼ି ଦେବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା; କଳାହାଣ୍ଡି ପ୍ରତିଯୋଗୀଙ୍କ ସଫଳତା, ଛୁଟୁଛି ଶୁଭେଚ୍ଛା

ଭବାନୀପାଟଣା, ୨।୯ (ଉତ୍ତମ କୁମାର ଦାଶ ): ଆନ୍ଧ୍ରପ୍ରଦେଶ କାକିନାଡାର ଦ୍ରୋଣଇନ୍‌ଡୋର ଷ୍ଟାଡିୟମରେ ୩ଦିନ ଧରି ୨୧ତମ ଦକ୍ଷିଣ-ପଶ୍ଚିମ ଭାରତୀୟ ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri