ପୋଲିସ ପରିଚୟ ଦେଇ ଲୁଟିନେଲେ ୭ଟି ଛେଳି ଓ ମୋବାଇଲ

ଗଞ୍ଜାମ,୨୯ା୬(ଡି.ଏନ.ଏ.)-କରୋନା ଭୂତାଣୁ ପାଇଁ ସମସ୍ତେ ବ୍ୟସ୍ତ ଥିବା ବେଳେ ଏହାର ଫାଇଦା ଉଠାଉଛନ୍ତି ଦୁର୍ବୃତ୍ତ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଥାନା ପୁଇଁତୋଳା ଗ୍ରାମରେ। ଭିନ୍ନ ଉପାୟରେ ଜଣେ ଯୁବକଙ୍କ ଦାମୀ ମୋବାଇଲ ଫୋନ ଓ ଆଉ ଜଣଙ୍କର ୭ଛେଳି ପୋଲିସ ପରିଚୟ ଦେଇ ଲୁଟି ନେଇଥିବା ଜଣାପଡିଛି। ମୋବାଇଲ ଲୁଟ ହୋଇଥିବା ଯୁବକ ଶବର କୁମାର ପଲେଇଙ୍କ କହିବା ଅନୁଯାୟୀ, ଶନିବାର ରାତି ପ୍ରାୟ ୧୨ ଟାରେ ସେ ତାଙ୍କ ଦାଣ୍ଡରେ ଶୋଇଥିବା ବେଳେ ଗୋଟିଏ ବୋଲେରୋରେ ପ୍ରାୟ ୬ରୁ ୭ ଜଣ ଯୁବକ ଆସି ଆମେ ପୋଲିସ, ଏଠି ଦୁଇଜଣ ଲୋକ ଥିଲେ ସେମାନେ କୁଆଡେ ଗଲେ ଏବଂ ଆମକୁ ତୁମେ ଶୁଆଇ ଦେବନି ବୋଲି କହି ମୋ ପାଖରେ ଥିବା ଦାମୀ ମୋବାଇଲ ଫୋନ ଛଡେଇ ନେଇ ଯାଇଥିଲେ। ମଁୁ ମାଗିବାରୁ ରବିବାର ଥାନାକୁ ଆସି ମୋବାଇଲ ନେବୁ ବୋଲି କହି ଚମ୍ପଟ ମାରିଥିଲେ। ଏ ସମ୍ପର୍କରେ ଆଇଆଇସି ଦିଲୀପ କୁମାର ସାହୁଙ୍କୁ ଯୋଗାଯୋଗ କରିବାରେ ଅଭିଯୋଗ ପରେ ନମ୍ବର ୭୯/୨୦ ରେ ମାମଲା ରୁଜୁ କରାଯାଇଛି ତଦନ୍ତ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri